Browsing Tag

rain alert in odisha

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର, ପ୍ରଭାବରେ ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍): ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଝାରସୁଗୁଡ଼ା, କେନ୍ଦୁଝର,…

ଲୁଚକାଳି ଖେଳୁଛି ବର୍ଷା: କାଲିଠୁ କମିବ, ପୁଣି ୧୦ରେ ବଢିବ

ଭୁବନେଶ୍ବର(କେନ୍ଯୁଜ୍): ୧୦ ପର୍ଯ୍ୟନ୍ତ ବର୍ଷା। କାଲିଠୁ କମିବ , ପୁଣି ୧୦ରେ ବଢିବ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆସନ୍ତା ୨ରୁ ୩ ଦିନ ଭିତରେ ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ -ଉତ୍ତର- ପଶ୍ଚିମ…

ଟିଟିଲାଗଡରେ କାଳବୈଶାଖୀର ତାଣ୍ଡବ: ଭାଙ୍ଗିଲା ଗଛ, ଉଡିଲା ଜରି

ଟିଟିଲାଗଡ: ଟିଟିଲାଗଡରେ କାଳବୈଶାଖୀର ତାଣ୍ଡବ। ପବନ ସାଙ୍ଗକୁ ଅସରାଏ ବର୍ଷା। ସକାଳ ୯.୩୦ ମିନିଟ୍‌ ସମୟରେ ସଂଧ୍ୟାର ଭ୍ରମ ସୃଷ୍ଟି କରି ମାଡି ଆସିଥିଲା କଳା ବାଦଲ। ପବନର ଗତି ଏତେ ଭୟଙ୍କର ଥିଲା ଯେ, ଗଛ ଲତା ସବୁ ଦୋହଲି ପଡୁଥିଲା। ତୁହାକୁ ତୁହା ବର୍ଷାରେ ତତଲାଗଡର ମାଟି ବେଶ ଥଣ୍ଡା…

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା! କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା। ଅନ୍ୟ ଗୋଟିଏ ଦୁଇଟି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…

ବଙ୍ଗୋପସାଗରରେ ଲଘୁଚାପ: ପ୍ରଭାବରେ ରାଜ୍ଯରେ ପ୍ରବଳ ବର୍ଷା ! ୫ ଜିଲ୍ଳାକୁ ଅରେଞ୍ଜ ଓ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି ବର୍ତ୍ତମାନ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ୫ ଦିନ ଧରି ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ୫ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୫ ଓ ୨୬ ତାରିଖ ବେଳକୁ ବର୍ଷାର ପରିମାଣ ଅଧିକ ରହିବ। ତେଣୁ ଏହି ଦୁଇ ଦିନ…

୨୫ରେ ବର୍ଷା , ଓଡ଼ିଶା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ବର(କେନ୍ୟୁଜ୍) :  ଫେବୃଆରୀ ମାସରୁ ଅସହ୍ୟ ହେଲାଣି ତାତି। ସବୁଠି ତାପମାତ୍ରା ୩୫ ଡିଗ୍ରି ପାର୍‌ ହୋଇଛି। ଏପର୍ଯ୍ୟନ୍ତ ଶୀତ ସମ୍ପୂର୍ଣ୍ଣ ଛାଡ଼ି ନଥିବା ବେଳେ ତାପମାତ୍ରା ବୃଦ୍ଧିରେ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି ସାଧାରଣ ଲୋକେ। ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮…