Browsing Tag

rain fall

ଗଜପତି ଓ ରାୟଗଡାରେ ଲାଗି ରହିଛି ବର୍ଷା, ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଗଜପତି/ରାୟଗଡା: ଗଜପତିରେ ବାତ୍ୟା ମୋନ୍ଥାର ପ୍ରଭାବରେ ଗତକାଲି ଠାରୁ ଝିପ ଝିପ ବର୍ଷା ହେଉଛି । ବର୍ଷା ଆହୁରି ବଢିବା ଆଶଙ୍କା ରହିଛି । ଏନେଇ ଚାଷୀ ଓ ଭୂସ୍ଖଳନ ପ୍ରବଣ ଅଞ୍ଚଳର ଲୋକେ ଭୟଭୀତ ହୋଇଛନ୍ତି । ସେପଟେ ଏହାର ମୁକାବିଲା ପାଇଁ ଗଜପତି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି…

ବାତ୍ୟା ପ୍ରଭାବରେ ଗଞ୍ଜାମରେ ରାତି ସାରା ବର୍ଷା, ୨୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର

ବ୍ରହ୍ମପୁର : ମାଡି ଆସୁଛି ବାତ୍ୟା ମୋନ୍ଥା । ଗଞ୍ଜାମ ଜିଲ୍ଲା ପ୍ରଶାସନ ଲୋକଙ୍କ ସୁରକ୍ଷା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିଛି । ପ୍ରାୟ ୧ ହଜାର ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖାଯାଇଛି । ତଳିଆ ଅଞ୍ଚଳ ଓ ପାହାଡିଆ ଅଞ୍ଚଳରୁ ୨୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି । ସେହିପରି…

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।  ଏହାର ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ…

ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶା ସମେତ…

ଆସନ୍ତା ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା , ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ହାଲୁକା ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ ।  ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ସେପଟେ ଆଉ ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି । ପ୍ରଭାବରେ…

ଆଜିଠୁ ବଢ଼ିବ ବର୍ଷା, ୧୩ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଆଜିଠୁ ବଢ଼ିବ ବର୍ଷା । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୧୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…

ରାଜ୍ୟରେ ଆହୁରି ୩ଦିନ ବର୍ଷିବ, ଆଜି ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଆହୁରି ୩ଦିନ ବର୍ଷିବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆଜି ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ୫ଜିଲ୍ଲା ଗଞ୍ଜାମ, ଗଜପତି, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜକୁ…

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଆଜି ଲଘୁଚାପ  । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ପ୍ରବଳରୁ ଅତିପ୍ରବଳ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ୨୧…

ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷୁଛି । ଆହୁରି ବର୍ଷିବ । ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକା ଓ ଏହାର ପାର୍ଶ୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ…

ଆସନ୍ତାକାଲିରୁ ୩ ଦିନ ପାଇଁ ରାଜ୍ୟରେ ବର୍ଷା ଓ ବଜ୍ରପାତ ସମ୍ଭାବନା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଜୁନ୍ ୨ରୁ ଆଗାମୀ ତିନି ଦିନ ପାଇଁ ରାଜ୍ୟରେ ଝଡ଼ବର୍ଷା ଏବଂ ବଜ୍ରପାତ ସମ୍ଭାବନା । ଏନେଇ ସତର୍କତା ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଜୁନ୍ ୨ ସକାଳ ୦୮.୩୦ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପାଇଁ କୌଣସି ଚେତାବନୀ ଦିଆଯାଇ ନାହିଁ ।…

ଆଜି ସୃଷ୍ଟି ହେବ ଲଘୁଚାପ, ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ୱର : ଆଜି ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପାସଗର ଉପରେ ଲୋ ପ୍ରେସର ସୃଷ୍ଟି ହେବା ସମ୍ଭାବନା । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ…