Browsing Tag

rain fall in odisha

୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ, ୨୪ ଘଣ୍ଟା ପାଇଁ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ଲଘୁଚାପ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଡିପ୍ରେସନ ଓଡିଶା ଓ ଛତିଶଗଡ଼ର…

୫ ଦିନ ଯାଏ ବର୍ଷା ଲାଗି ରହିବ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା । ୫ ଦିନ ଯାଏ ବର୍ଷା ଲାଗି ରହିବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ…

ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ, ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ…

ଜୁନ୍‌ ମାସରେ ହୋଇଛି ସ୍ବାଭାବିକଠାରୁ ଅଧିକ ବର୍ଷା : ଝାରସୁଗୁଡ଼ାରେ ସର୍ବାଧିକ, ପୁରୀରେ ସର୍ବନିମ୍ନ ରେକର୍ଡ

ଭୁବନେଶ୍ବର : ଜୁନ୍‌ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାରେ ସ୍ବାଭାବିକ ଭାବେ ୨୨୫.୨ ମିମି ବର୍ଷା ହେବା କଥା। ତେବେ ଚଳିତବର୍ଷ ୨୫୭ ମିମି ବର୍ଷା ରେକର୍ଡ କରାଯାଇଛି।  ଝାରସୁଗୁଡ଼ାରେ ସବୁଠାରୁ ଅଧିକ ବର୍ଷା ‌ରେକର୍ଡ କରାଯାଇଛି। ସେହିପରି…