Browsing Tag

rain forecast

ବଡ଼ଦିନକୁ ଧୋଇଦେଲା ବର୍ଷା, ଆହୁରି ୨୪ ଘଣ୍ଟା ଯାଏଁ ବର୍ଷିବ

ଭୁବନେଶ୍ୱର : କୋହଲା ପାଗ ସାଙ୍ଗକୁ ଝିପଝିପ ବର୍ଷା । ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଆହୁରି ୨୪ ଘଣ୍ଟା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆସନ୍ତାକାଲି ଯାଏଁ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ଏନେଇ ବୁଧବାର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା…

ଦେଶରେ ହେବ ସ୍ୱାଭାବିକ ମୌସୁମୀ ବର୍ଷା, ଜୁନ ମାସରେ ରହିବ ନିଅଣ୍ଟିଆ

କେନ୍ୟୁଜ୍(ବ୍ୟୁରୋ): ଏଥର ଦେଶରେ ସ୍ୱାଭାବିକ ମୌସୁମୀ ବର୍ଷା ହେବ । ୨୦୨୩ ମୌସୁମୀ ଋତୁରେ ଜୁନରୁ ସେପ୍ଟେମ୍ବର ମଧ୍ୟରେ ସାରା ଦେଶରେ ସ୍ୱାଭାବିକ ବର୍ଷା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ଦ୍ୱିତୀୟ ସ୍ତର ଦୀର୍ଘ ଅବଧି ଆକଳନରୁ ଏହା ଜଣାପଡ଼ିଛି । ସାରା ଦେଶରେ ମୌସୁମୀ ଋତୁରେ ଲଙ୍ଗ…

ବଙ୍ଗୋପସାଗରରେ ଲଘୁଚାପ, ୨୧ରୁ ବର୍ଷା!

କେନ୍ୟୁଜ୍(ବ୍ୟୁରୋ):ବଙ୍ଗୋପସାଗରରେ ଲଘୁଚାପ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା, ୨୭ ତାରିଖ ଯାଏ ଚାଲିବ

ଭୁବନେଶ୍ବର(କେନ୍ୟୁଜ୍):  ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ…

ତାତିରୁ ମିଳିବ ତ୍ରାହି, ୫ରେ ହୋଇପାରେ ଲଘୁଚାପ

ଭୁବନେଶ୍ବର(କେନ୍ୟୁଜ୍):  ତାତିରୁ ମିଳିବ ତ୍ରାହି, ଦାନା ବାନ୍ଧୁଛି ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା।ଆସନ୍ତା ମେ' ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ…

ଗରମ ଭିତରେ ମିଳିବ ଆଶ୍ବସ୍ତି, ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): କେଉଁଠି ତାତି ତ କେଉଁଠି ବର୍ଷା। ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଖରାରେ ସିଝୁଛି ଅଧା ଓଡ଼ିଶା । ୧୫ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିଛି । ସବୁଠୁ ଉତ୍ତପ୍ତ ସହର ପାଲଟିଛି ସୋନପୁର । ସେଠାରେ ସର୍ବାଧିକ ତାପମାତ୍ରା ୪୩ ଦଶମିକ ୫…

୨୪ ଘଣ୍ଟା ଭିତରେ ରାଜ୍ୟର କିଛି ସ୍ଥାନରେ ହେବ ହାଲୁକାରୁ ମଧ୍ୟମ ଧରଣର ବର୍ଷା

କେନ୍ୟୁଜ୍(ବ୍ୟୁରୋ): ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମାଲକାନଗିରି, କୋରାପୁଟ ଓ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଗ ଶୁଖିଲା ରହିବ । ସେହିପରି…

୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ଖରାରୁ ମିଳିବ ତ୍ରାହି । ଆସନ୍ତାକାଲିଠୁ ବର୍ଷା ସମ୍ଭାବନା । ୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବଙ୍ଗୋପାସାଗରରୁ ଜଳୀୟ…

ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୬ ତାରିଖରେ ଓଡିଶାର ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରେ ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ସମ୍ଭାବନା ରହିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ଦୁଇ…

ଆଉ ଦୁଇଦିନ ଥରାଇବା ସହ ଭିଜାଇବ: ୧୪ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା ସାଙ୍ଗକୁ କୋହଲା ପାଗ,

କେନ୍ୟୁଜ୍(ବ୍ୟୁରେ):  ଅଦିନିଆ ବର୍ଷାରେ ଭିଜୁଛି ସାରା ରାଜ୍ୟ। ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ବାୟୁମଣ୍ଡଳରେ ସକ୍ରିୟ ରହିଥିବାରୁ ବିକ୍ଷିପ୍ତ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇଛି। ଦକ୍ଷିଣ…

୨୪ ଘଣ୍ଟା ଭିତରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା,ସାରା ରାଜ୍ୟରେ ହେବ ବର୍ଷା

କେନ୍ୟୁଜ୍(ବ୍ୟୁରୋ):  ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ଭିତରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଡିପ୍‌ ଡିପ୍ରେସନରେ ପରିଣତ ହେବ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଲଘୁଚାପ…

ଗ୍ରୀଷ୍ମ ଲହରୀରୁ ଆଶ୍ବସ୍ତି ଦେବ ବର୍ଷା, ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ଲହରୀ। ଦିନରେ ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୪୦ ଉପରେ ରହୁଛି। ବିଶେଷ କରି ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ପ୍ରଚଣ୍ଡ ରୌଦ୍ରତାପରେ ହନ୍ତସନ୍ତ  ହେଉଛି। । ତେବେ ଏହି ତାତିରୁ କିଛି ମାତ୍ରାରେ ମିଳିବ ଆଶ୍ୱସ୍ତି  । ରାଜ୍ୟର କିଛି…