ଭିଜିବ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶା: ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆସନ୍ତା ଦୁଇଦିନ ଅଧା ଓଡ଼ିଶାରେ ବର୍ଷା । ଭିଜିବ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶା । ଆଜି ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ୟେଲୋ ଆଲର୍ଟ…