Browsing Tag

rain in odisha

ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି କୋହଲା ପାଗ ସାଙ୍ଗକୁ ବର୍ଷା

ଭୁବନେଶ୍ୱର (କେନ୍ୟୁଜ୍): ପାଗରେ ପରିବର୍ତ୍ତନ । ଶୀତ ଦିନେ ବର୍ଷା । ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ଜାରି ରହିଛି । ଭୁବନେଶ୍ୱର, ଅନୁଗୋଳ, ଭଦ୍ରକ, ସମ୍ବଲପୁର ସମେତ କିଛି ସ୍ଥାନରେ ରେକର୍ଡ ହୋଇଛି ବର୍ଷା । ଗତକାଲି ରାତିରୁ ରାଜଧାନୀରେ ଝିପିଝିପି…

କାଲିଠୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା, ୨୭ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ହେବ ଦୁର୍ବଳ ବାତ୍ୟା । ଗତକାଲ ସୃଷ୍ଟି ହୋଇଛି ଗଭୀର ଅବପାତ । ଡିପ୍ରେସନ୍ ଅଧିକ ଘନୀଭୂତ ହୋଇ ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହୋଇଛି । ଏହା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଆଜି ବଙ୍ଗୋପସାଗରରେ ଏକ ବାତ୍ୟାରେ ପରିଣତ ହେବ । ଗଭୀର ଅବପାତ…

ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ଲଘୁଚାପ, ଆହୁରି ୩ ଦିନ ଭିଜିବ ଓଡ଼ିଶା

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆହୁରି ୩ ଦିନ ଭିଜିବ ଓଡ଼ିଶା । ଆଜି ବି ଅଧିକାଂଶ ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ…

ରାଜ୍ୟରେ ବଢ଼ିବ ବର୍ଷା, ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପାସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଲଘୁଚାପ । ରାଜ୍ୟରେ ବଢ଼ିବ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପାସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଦାନା ବାନ୍ଧିବ । ଏବେ ଘୂର୍ଣ୍ଣିବଳୟ ଉତ୍ତର-ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ…

ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ : ୩ରୁ ବଢ଼ିବ ବର୍ଷାର ବିସ୍ତୃତି

ଭୁବନେଶ୍ୱର (କେନ୍ୟୁଜ): ଗତ କିଛି ଦିନ ହେବ ସାରା ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି । ଫଲରେ ବର୍ଷା ପରିମାଣ କମିଛି । ଗୁଳିଗୁଳି ସାଙ୍ଗକୁ ଗରମ ମଧ୍ୟ ଅନୁଭୂତ ହେଲାଣି । ଏହି ସମୟରେ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୩ ତାରିଖରୁ ରାଜ୍ୟର ବିଭିନ୍ନ…

ତାତି ଓ ଗୁଳୁଗୁଳିରୁ ମିଳିବ ତ୍ରାହି, ୨ ତାରିଖରୁ ବର୍ଷିବ !

ତାତି ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ୨ ତାରିଖରୁ ଭୀଷଣ ବର୍ଷିବ । ଗତ କିଛି ଦିନ ହେବ ଦୁର୍ବଳ ମୌସୁମୀ ଯୋଗୁ ରାଜ୍ୟରେ ବର୍ଷାର ନା ଗନ୍ଧ ନାହିଁ । ବିଭିନ୍ନ ଜିଲ୍ଲାରେ ନିଅଣ୍ଟିଆ ସ୍ଥିତି ଦେଖାଦେଇଛି । ବର୍ଷାକୁ ରାଜ୍ୟବାସୀ ଅନାଇ ରହିଥିବା ବେଳେ ଆଶ୍ବସ୍ତିକର ଖବର ଦେଇଛି ପାଣିପାଗ ବିଭାଗ ।…

ମୌସୁମୀ ଆସିବା ପରେ ଏହି ବର୍ଷା ଜୁଲାଇ ମାସର ସର୍ବାଧିକ ବର୍ଷା

କେନ୍ୟୁଜ(ବ୍ୟୁରୋ): ରାଜ୍ୟରେ ବଡ ବର୍ଷା। ମୌସୁମୀ ଆସିବା ପରେ ଏହି ବର୍ଷା ଜୁଲାଇ ମାସର ସର୍ବାଧିକ ବର୍ଷା । କାଲି ଠୁ ବଦଳିବ ପାଗ ,କମିବ ବର୍ଷା ବଢିବ ଗୁଳୁଗୁଳି । ଗଭୀର ଅବପାତ ପ୍ରଭାବରେ ବିଗତ ୨୪ ଘଣ୍ଟାରେ ସାରା ରାଜ୍ୟ ରେ ବିସ୍ତୃତ ବର୍ଷା ଦେଖିବକୁ ମିଳିଛି l ଆଭ୍ୟନ୍ତରୀଣ ଓଡିଶା ସମେତ…

ଆଜି ଠାରୁ ପାଞ୍ଚଦିନ ଯାଏ ଲାଗି ରହିବ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସହ ପଛକୁ ପଛ ଲଘୁଚାପ ପ୍ରଭାବରେ ରାଜ୍ୟ ବ୍ୟାପୀ ବିକ୍ଷିପ୍ତ ବର୍ଷା ଜାରି ରହିଛି। ଗତକାଲି ଉତ୍ତର ପଶ୍ଚିମ- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ…

ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଲେ SRC

କେନ୍ୟୁଜ୍(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଅନ୍ୟପଟେ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏନେଇ ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି SRC । ଜଳସମ୍ପଦ ବିଭାଗର…

୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହେବ ସୃଷ୍ଟି, ୧୯ରୁ ୨୨ ତାରିଖ ଯାଏ ବଢିବ ବର୍ଷାର ବିସ୍ତୃତି

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୧୯ରୁ ୨୨ ତାରିଖ ଯାଏ ବଢିବ ବର୍ଷାର ବିସ୍ତୃତି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ…

ଆଜି କିଛି ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ସ୍ୱାଭାବିକ ସ୍ଥିତିକୁ ଫେରିଛି ମୌସୁମୀ । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।…

ଆସୁଛି ବଡ଼ ବର୍ଷା ! ୧୯ କିମ୍ବା ୨୦ ତାରିଖ ବେଳକୁ ଲଘୁଚାପ ସମ୍ଭାବନା 

କେନ୍ୟୁଜ୍(ବ୍ୟୁରୋ): ଚଳିତ ମୌସୁମୀ ଋତୁରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ  । ରାଜ୍ୟର ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ  । କଳାହାଣ୍ଡିରେ ଅତ୍ୟଧିକ ସର୍ବନିମ୍ନ ବର୍ଷା,ଦେବଗଡ଼ରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି  । ଦେବଗଡ଼ରେ ସ୍ୱାଭାବିକ ତୁଳନାରେ ୪୨% ଅଧକ ବର୍ଷା ହୋଇଛି ।…