Browsing Tag

rain in odisha

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ ବଳୟ, ମେ ୧୩ ସୁଦ୍ଧା ନେଇପାରେ ରୂପ

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପବଳୟ। ମେ ୧୩ ବେଳକୁ ଏହା ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ଏହା ସୃଷ୍ଟି ହେବାର ସମ୍ଭାବନା ଅଧିକ ରହିଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ସୁମାତ୍ରା ଉପକୂଳରେ ଥିବା ଘୁର୍ଣ୍ଣିବଳୟ,…

ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା, ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ପବନ ସହିତ ଘଡଘଡି ଓ ବର୍ଷା ହୋଉଥିବାର ଦେଖିବାକୁ ମିଳିଛି । ତେବେ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ଏହାର ବିତ୍ପାତ ଅନୁଭୂତ ହେବ। ଏହି…

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ପ୍ରାୟ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ…

ବରଗଡ଼ରେ କାଳବୈଶାଖୀ ତାଣ୍ଡବ, ୮ଟି ବ୍ଲକରେ ପ୍ରବଳ ଝଡ଼ ତୋଫାନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି

ବରଗଡ଼: ବରଗଡ଼ରେ କାଳବୈଶାଖୀ ତାଣ୍ଡବ । ପ୍ରାୟ ୮ଟି ବ୍ଲକରେ ପ୍ରବଳ ଝଡ଼ ତୋଫାନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅମଳ ହୋଇଥିବା ଧାନ ଓ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି । ବରଗଡ଼ ଜିଲ୍ଲା ଭେଡେନ ବ୍ଲକର ଲୁପୁରସିଙ୍ଗା ପଞ୍ଚାୟତ, ସୋହେଲା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଛି । କାଳବୈଶାଖୀ…

ଆଜିଠାରୁ ୨୮ଯାଏ ସାରା ରାଜ୍ୟରେ ଲାଗିରହିବ ଝଡ଼ବର୍ଷା ! ୫ ଦିନ ପାଇଁ ଅଧିକାଂଶ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର : ଆଜି ଠାରୁ ସାରା ରାଜ୍ୟରେ ଝଡ଼ବର୍ଷା ଲାଗିରହିବ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ…

ଉତ୍ତର କେରଳ ଓ ଦକ୍ଷିଣ ଛତିଶଗଡ଼ ଉପରେ ଟ୍ରପ ଲାଇନ୍, ପ୍ରଭାବରେ ଆଜି ବି ଉପକୂଳ ସମେତ ବିଭିନ୍ନ ସ୍ଥାନରେ ହେବ ବର୍ଷା!

ଭୁବନେଶ୍ବର: ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ବର୍ଷା । ଉତ୍ତର କେରଳ ଓ ଦକ୍ଷିଣ ଛତିଶଗଡ଼ ଉପରେ ଟ୍ରପ ଲାଇନ ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇଛି । ଆଜି ଉପକୂଳ ସମେତ ବିଭିନ୍ନ ସ୍ଥାନରେ ବର୍ଷିବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯଇଛି। ଆସନ୍ତା ୨ରୁ ୩ ଦିନ…

ରାଜଧାନୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା, ବିଦ୍ୟୁତ ସେବା ଠପ୍‌

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ପ୍ରବଳ ବେଗରେ ପବନ ବହିବା ସହିତ ଘଡଘଡି ବିଜୁଳି ମାରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଘଣ୍ଟାକୁ ୪୫ରୁ ୫୫ କିମି…

ମରାଠା ଠାରୁ ଦକ୍ଷିଣ ତାମିଲନାଡୁ ଯାଏ ସୃଷ୍ଟି ହେଲା ଟ୍ରାପ୍‌ ଲାଇନ୍‌: ପ୍ରଭାବରେ ଆଜିଠୁ ୧୩ପର୍ଯ୍ୟନ୍ତ ରାଜ୍ୟରେ ପୁଣି…

ଭୁବନେଶ୍ବର : ପୁଣି ବଦଳିବ ପାଗ। ଆଜିଠୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିଛି ସ୍ଥାନରେ ଘଡଘଡି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ। ମରାଠା ଠାରୁ ଦକ୍ଷିଣ ତାମିଲନାଡୁ ପର୍ଯ୍ୟନ୍ତ ଏକ ଟ୍ରାପ୍‌ ଲାଇନ୍‌ ରହିଛି। ଏହାର…

ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ, ପ୍ରଭାବରେ ରାଜ୍ୟରେ ଆହୁରି ୪୮ଘଣ୍ଟା…

ଭୁବନେଶ୍ବର: ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆହୁରି ୪୮ଘଣ୍ଟା ଧରି ଏଭଳି ପାଗ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର…

୩ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁଆପଥର ବର୍ଷା ସହ ବଜ୍ରପାତ ଓ ଘୂର୍ଣ୍ଣିଝଡ ସମ୍ଭାବନା, ସବୁ ଜିଲ୍ଲାକୁ ୱେଲୋ…

ଭୁବନେଶ୍ବର: ଆହୁରି ୩ଦିନ ବର୍ଷିବ। ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅ଼ଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗରେ ପରିବର୍ତ୍ତନ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ୫ରୁ ୭ ତାରିଖ ମଧ୍ୟରେ…

ଆଜିଠାରୁ ପୁଣି ବଦଳିବ ପାଗ, ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ରୁ ୬ ତାରିଖ ମଧ୍ୟରେ ବର୍ଷା

କେନ୍ୟୁଜ୍: ଆଜିଠାରୁ ପୁଣି ବଦଳିବ ପାଗ। ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ପାଗ ବଦଳିବା ସହ ୪ରୁ ୬ ତାରିଖ ମଧ୍ୟରେ ବର୍ଷା ହେବ। ୪ ତାରିଖରେ ଅଳ୍ପ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୫ରୁ ୬ ତାରିଖ ମଧ୍ୟରେ ଅଧିକାଂଶ ଜିଲ୍ଲାରେ…

ଆସନ୍ତା ୨୩ ରୁ ୨୬ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ! ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଆସନ୍ତା ୨୩ ରୁ ୨୬ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଙ୍ଗଳାଦେଶ ଓ ତା ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ଏହି ବର୍ଷା ହେବ । ଆସନ୍ତାକାଲି ଉତ୍ତର ଓଡିଶାର କେତେକ ଜିଲ୍ଲା…