Browsing Tag

rain in odisha

ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ, ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ବିସ୍ତୃତି

କେନ୍ୟୁଜ୍(ବ୍ୟୁରୋ): ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ । ଆସନ୍ତା ୪ ତାରିଖ ବେଳରୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି,…

ଆଗାମୀ ୨ଦିନ କମ୍‌ ରହିବ ବର୍ଷାର ପରିମାଣ, ୩ ଦିନ ପରେ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  କମିବ ବର୍ଷା। ଆଗାମୀ ୨ଦିନ କମ୍‌ ରହିବ ବର୍ଷାର ପରିମାଣ। ହେଲେ ଆକାଶ ମେଘୁଆ ରହିବ। ୩ ଦିନ ପରେ ପୁଣି ଉପକୂଳ ଏବଂ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର। ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ…

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା, ୩୦ରୁ୪୦ କିମି ବେଗରେ ବହିବ ପବନ

କେନ୍ୟୁଜ୍(ବ୍ୟୁରୋ):ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କଲା ଅରେଞ୍ଜ ୱାର୍ଣ୍ଣିଙ୍ଗ। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା।  ଗତ ୨୪ ଘଣ୍ଟାରେ ପୁରୀରେ କୁଆପଥର ବର୍ଷା ରେକର୍ଡ ହୋଇଛି। ଗଂଜାମ ଜିଲ୍ଲାରେ ସର୍ବାଧିକ ୮୪ ମିମି ବର୍ଷା ରେକର୍ଡ ହୋଇଛି। କାଳ ବୈଶାଖୀ…

ଆଜିଠୁ ୨ ଦିନ ବର୍ଷା, କମିବ ଶୀତ

କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ୨ ଦିନ ବର୍ଷା, କମିବ ଶୀତ। ପଶ୍ଚିମା ଝଡ ପ୍ରଭାବରେ ଆଜି ଓ ଆସନ୍ତାକାଲି ୨ଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷକରି ମୟୂରଭଞ୍ଜ, ବାଲେଶ୍ଵର, କେନ୍ଦୁଝର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, ଜଗତସିଂପୁର ଜିଲ୍ଲାର…

ଆସନ୍ତାକାଲି ଠୁ ରାଜ୍ୟରେ ବର୍ଷା: ୭ ଜିଲ୍ଲାରେ ପ୍ରଭାବ ପଡ଼ିପାରେ

କେନ୍ୟୁଜ୍(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଠୁ ରାଜ୍ୟରେ ବର୍ଷା। ୨ଦିନ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ମୟୁରଭଞ୍ଜ, ବାଲେଶ୍ବର, କେଉଁଝର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା , ଜଗତସିଂପୁର ରେ ବର୍ଷା ହେବାର ଆଶଙ୍କା…

ଆସୁଛି ପଶ୍ଚିମା ଝଡ଼: ୧୭ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ପଶ୍ଚିମା ଝଡ଼ । ଆସନ୍ତା ୧୭ ତାରିଖ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା…

ଆଜି ସନ୍ଧ୍ୟାରେ ସୃଷ୍ଟି ହେବ ସାମୁଦ୍ରିକ ଝଡ଼ ମାଣ୍ଡସ୍‌, ୧୦ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା!

କେନ୍ୟୁଜ୍: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଡିପ୍ରେସନ୍‌ ଆଜି ଅଧିକ ଘନୀଭୂତ ହୋଇ ଡିପ୍‌ ଡିପ୍ରେସନରେ ପରିଣତ ହୋଇଛି । ଏବେ ଗଭୀର ଅବପାତ ଦକ୍ଷିଣ ପୂର୍ବ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଅଛି । ସମୁଦ୍ରରୁ ବଳ ଗୋଟାଇ ଆଗକୁ ଆଗକୁ ବଢୁଛି । ଏବେ ଘଣ୍ଟାପ୍ରତି ୧୨…

ଆଗାମୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୫ଦିନ ଯାଏ ରହିବ ପ୍ରଭାବ

କେନ୍ୟୁଜ୍: ପୁଣି ସୃଷ୍ଟି ହେବ ଏକ ଘୂର୍ଣ୍ଣିବଳୟ। ଆଗାମୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଆଗାମୀ ୫ଦିନ ଯାଏ ରହିବ ଏହାର ପ୍ରଭାବ। ଆଣ୍ଡାମାନ ନିକୋବର ଦ୍ୱୀପରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହା ସହ…

ସକ୍ରିୟ ଅବପାତ, ଆଜି ଓ ଆସନ୍ତାକାଲି ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା!

ଭୁବନେଶ୍ୱର(କେନ୍ୟୁଜ): ଦକ୍ଷିଣ ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଅବପାତ । ଆଗାମୀ ୨-୩ ଦିନ ଯାଏ ଡିପ୍ରେସନ ତୀବ୍ରତାରେ ସକ୍ରିୟ ରହିବ । ୪୮ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ମୁହାଁ ହେବା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଡିପ୍ରେସନ୍‌, ଆସନ୍ତା ୪୮ଘଣ୍ଟାରେ ଅଧିକ ଘନୀଭୂତ ହେବ ଅବପାତ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହୋଇଛି । ଆସନ୍ତା ୪୮ଘଣ୍ଟାରେ ଅଧିକ ଘନୀଭୂତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।…

୨୧ ତାରିଖ ବେଳକୁ ରାଜ୍ୟର ୬ ଜିଲ୍ଲାରେ ବର୍ଷା ସମ୍ଭାବନା, ମେଘୁଆ ପାଗ ସହ ଶୀତ କମିବ

କେନ୍ୟୁଜ୍(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତର ରୂପ…

ଗତ ୨୪ ଘଣ୍ଟାରେ ରାଜ୍ଯର ବିଭିନ୍ନ ଜିଲ୍ଲାରେ ହୋଇଛି ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ଗତ ୨୪ ଘଣ୍ଟାରେ ରାଜ୍ଯର ବିଭିନ୍ନ ଜିଲ୍ଲାରେ ଅନୁଭୂତ ହୋଇଛି ବର୍ଷା। କନ୍ଧମାଳ, କୋରାପୁଟ,ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲା ମାନଙ୍କର କିଛି ସ୍ଥାନରେ ବର୍ଷା ହୋଇଛି। ମିଳିଥିବା ସୂଚନା ମୁତାବକ, ଦାରିଙ୍ଗବାଡିରେ ୩୮ମିମି,ସିମିଳିଗୁଡାରେ ୨୪ମିମି, ନନ୍ଦପୁରରେ…