Browsing Tag

rain in odisha

ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ, ୧୮ ତାରିଖ ବେଳକୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍):  ଆସୁଛି ଲଘୁଚାପ, ପୁଣି ବର୍ଷିବ । ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଲଘୁଚାପ ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ । ୧୮…

୧୪ ଜିଲ୍ଳା ଜାରି ରହିବ ବର୍ଷା: ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ବର(କେନ୍ୟୁଜ୍): ୨୪  ଘଣ୍ଟାରେ ରାଜ୍ୟରେ ଅନେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରହିବ। ଆଜି ଉତ୍ତର ଓ ଉପକୂଳ ଅଞ୍ଚଳରେ ୧୪ ଜିଲ୍ଳା ଜାରି ରହିବ ବର୍ଷା । ଅବପାତ ଦୁର୍ବଳ ହୋଇଥିଲେ ମଧ୍ୟ ଦକ୍ଷିଣରୁ ଉତ୍ତରକୁ ବାୟୁ ପ୍ରବାହ ରହୁଥିବାରୁ ଆଜି ଏବଂ ଆସନ୍ତାକାଲି ବର୍ଷା ଳାଗି ରହିବ।…

ଲଘୁଚାପ ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ଜାରି, ଆଜି ୧୦ ଜିଲ୍ଲାକୁ ଜାରି ହୋଇଛି ସତର୍କ ସୂଚନା

ଭୁବନେଶ୍ବର(କେନ୍ୟୁଜ୍):  ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା ।ଆହୁରି ଦୁଇ ଦିନ ପ୍ରବଳ ବର୍ଷିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା। ଦକ୍ଷିଣ ଓଡିଶା ଉପରେ ସକ୍ରିୟ ଥିବା ଅବପାତ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୨୫କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ…

ଆସନ୍ତାକାଲି ଠାରୁ ବଢ଼ିବ ବର୍ଷାର ବିସ୍ତୃତି: ଆଉ ୫ ଦିନ ଲାଗି ରହିବ

ଭୁବନେଶ୍ବର(କେନ୍ୟୁଜ୍):  ଭିଜାଉଛି ଲଘୁଚାପ ବର୍ଷା । ଆଉ ୫ ଦିନ ଲାଗି ରହିବ ବର୍ଷା । ପଶ୍ଚିମରୁ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ବର୍ଷିବ । ୧୦ ଓ ୧୧ ତାରିଖରେ ଦକ୍ଷିଣ ଓ଼ଡ଼ିଶାରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ…

କାଲିଠୁ ୧୧ ଯାଏ ପ୍ରବଳ ବର୍ଷିବ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ ରହିବ ତିନି ଦିନ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି। ଆଗାମୀ ୪୮ ଘଣ୍ଟା ରେ ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର…

ଆଜି ସୃଷ୍ଟି ହେବ ଲଘୁଚାପ: ୧୨ ତାରିଖ ଯାଏ ଭିଜିବ ଓଡିଶା! ୧୧ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ଆଜି ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କିଲୋମିଟର ଉଚ୍ଚତା ଯାଏ ବ୍ୟାପିଛି । ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ…

ଆସୁଛି ବଡ଼ ବର୍ଷା: ଆଜିଠୁ ଭିଜିବ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ, ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ଆସୁଛି ବଡ଼ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଉତ୍ତର ଆନ୍ଧ୍ର ଓ…

ଦୁର୍ବଳ ମୌସୁମୀର ପ୍ରଭାବରେ ରାଜ୍ୟରେ ଜାରି ରହିବ ଗୁଳୁଗୁଳି, ୫ ତାରିଖରୁ ପୁଣି ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ଦୁର୍ବଳ ପଡ଼ିଛି ମୌସୁମୀ । ବଢୁଛି ଦିନର ତାପମାତ୍ରା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨ ସହରରେ ଦିନର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ରେକର୍ଡ ହୋଇଛି । ସବୁଠୁ ଉତ୍ତପ୍ତ ସହର ଅନୁଗୋଳ । ସେଠାରେ ଦିନର ତାପମାତ୍ରା ୩୬.୭ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି ।…

ଅଗଷ୍ଟ ମାସର ପ୍ରଥମ ୨୪ ଦିନରେ ୪୪୪.୫ ମିମି ବର୍ଷା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ୨୪ ଦିନରେ ୪୪୪.୫ ମିଲିମିଟର ବର୍ଷା। ଅଗଷ୍ଟ ମାସର ପ୍ରଥମ ୨୪ ଦିନରେ ୪୪୪.୫ ମିମି ବର୍ଷା ରେକର୍ଡ କରାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୧୪ ପ୍ରତିଶତ ଅଧିକ ବର୍ଷା ହୋଇଛି। କନ୍ଧମାଳରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ୭ ଜିଲ୍ଲାରେ ସ୍ୱାଭାବିକ…

ଆଜିଠୁ ପୁଣି ବଢ଼ିବ ବର୍ଷା: ସମୁଦ୍ର ପତ୍ତନ ଠାରୁ ୪.୫ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ

କେନ୍ୟୁଜ୍(ବ୍ୟୁରୋ): ପୁଣି ଏକ ଲଘୁଚାପ ସମ୍ଭାବନା । ବଢ଼ିବ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ମିଆଁମାର ଉପକୂଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୪.୫ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତା ୨୯ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା…

ଆସନ୍ତା ୨୪ ଘଣ୍ଟାରେ ଭୀଷଣ ବର୍ଷା, ୪ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଅବପାତ । ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଡିପ୍‌ ଡିପ୍ରେସନ୍‌ । ଆଜି ସଂଧ୍ୟା ମଧ୍ୟରେ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳକୁ ବାଲେଶ୍ୱର ଏବଂ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।…

ଆଜି ସନ୍ଧ୍ୟା ଠାରୁ ବଢିବ ବର୍ଷା ପରିମାଣ, ୨୦ ତାରିଖ ପର୍ଯ୍ୟନ୍ତ ରହିବ ପ୍ରଭାବ

କେନ୍ୟୁଜ୍(ବ୍ୟୁରୋ): ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ  ପୂର୍ବ କେନ୍ଦ୍ରୀୟ, ମିଆଁମାର ଓ ବାଂଲାଦେଶ ଉପକୂଳରେ ସକ୍ରିୟ ହୋଇଛି ।ଆଗାମୀ ୧୨  ଘଣ୍ଟା ମଧ୍ୟରେ ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସହ ଆଗାମୀ ୨୪ଘଣ୍ଟା…