Browsing Tag

rain started in coastal area

ଆଜି ରାଜଧାନୀ ସମେତ ଉପକୂଳ ଅଂଚଳରେ ଆରମ୍ଭ ହୋଇଛି ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଂଚଳର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ଭୁବନେଶ୍ୱରରେ ଝିପି ଝିପି ବର୍ଷା ଜାରି ରହିଛି । ଆଜିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୪ ତାରିଖ…