ଦିନରେ ତାତି ରାତିରେ ଝଡ଼ ବର୍ଷା : ଆଜି ୧୪ ଜିଲ୍ଲାକୁ କାଳବୈଶାଖୀ ସତର୍କତା
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗରମର ମାତ୍ରା ଧିରେ ଧିରେ ବଢ଼ିବାରେ ଲାଗିଥିଲା । ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ବର୍ତ୍ତମାନ ତାତି ଓ କାଳବୈଶାଖୀର ମିଶ୍ରିତ ପ୍ରଭାବ ଜାରି ରହିଛି। ପୂର୍ବାହ୍ନରେ ଟାଣଖରା ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ…