Below header
Browsing Tag

rain

ବଦଳିଲା ପାଣିପାଗ ମିଜାଜ୍ : ଆଗାମୀ ୪୮ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ବଦଳିଲା ପାଣିପାଗ ମିଜାଜ। ସକାଳୁ ପାଗରେ ହଠାତ ପରିବର୍ତ୍ତନ ହୋଇଛି। ଆଗାମୀ ୪୮ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ଚେତାବନୀ ଦେଇଛି ପାଣିପାଗ ବିଭାଗ। ଟ୍ରଫ୍‌ଲାଇନ ପ୍ରଭାବରେ ଉତ୍ତର ଉପକୂଳ ଓଡିଶାରେ ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା…

ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ଖସିବ ପାରଦ: ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ହେବ ବିଜୁଳ, ଘଡଘଡି ସହ ବର୍ଷା

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆସନ୍ତା ୨ ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ । ଏହି ସମୟରେ ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଅନୁଭୂତ ହେବ । ବିଜୁଳ, ଘଡଘଡି ବର୍ଷା ସହ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା…

ଆସନ୍ତା ୨୯ରୁ ୩୧ ଯାଏ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର ପାରଦ ୪୦ ଡିଗ୍ରି ଅତିକ୍ରମ କରିଥିବା ବେଳେ , ସବୁଠାରୁ ଉତ୍ତପ୍ତ ସହର ବୌଦ୍ଧ ଜିଲ୍ଲା । ସୋମବାର ରାଜ୍ୟର ସର୍ବାଧିକ ତାପମାତ୍ରା ୪୧ ଡିଗ୍ରି ରେକର୍ଡ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୪୦.୨ ଡିଗ୍ରି ରେକର୍ଡ ହୋଇଥିଲା। ଏଥିସହ କଟକ, ଅନୁଗୁଳ,…

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ ମୟୂରଭଞ୍ଜରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା…

ଆଶ୍ବସ୍ତି ଆଣିଲା ଅଦିନିଆ ମେଘ: କେନ୍ଦୁଝରରେ ପବନ ଓ ଘଡଘଡି ସହ ପ୍ରବଳ ବର୍ଷା

କେନ୍ଦୁଝର: ତାତିରୁ ସାମାନ୍ୟ ଆଶ୍ବସ୍ତି ଆଣିଲା ଅଦିନିଆ ବର୍ଷା। କେନ୍ଦୁଝର ସହରରେ ଆଜି ସକାଳୁ ସକାଳୁ ପବନ ଓ ଘଡଘଡି ସହ ବର୍ଷା ହୋଇଥିଲା। ହତାଠ୍‌ ପବନ ସହ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ପ୍ରବଳ ବର୍ଷାରେ ରାସ୍ତାଘାଟ ସବୁ ଶୁନ୍‌ଶାନ୍‌ ହୋଇଯାଇଥିଲା। ରାସ୍ତା ଘାଟ ପାଣିରେ ଭରି…

ଶିମିଳିପାଳରେ ବର୍ଷା ହେବାପରେ ଖୁସିରେ ନାଚିଲେ ଜଣେ ମହିଳା ବନ କର୍ମଚାରୀ, ଭାଇରାଲ୍ ହେଉଛି ଭିଡିଓ

କରଞ୍ଜିଆ : ଖୁସିରେ ବିଭୋର ହୋଇପଡୁଛନ୍ତି ମହିଳା ଜଣଙ୍କ। ଜଙ୍ଗଲ ଭିତରେ ବର୍ଷାରେ ଭିଜିବା ସହିତ ଭଗବାନଙ୍କୁ ଦେଉଛନ୍ତି ଅନେକ ଅନେକ ଧନ୍ଯବାଦ । ଆପଣ ଜାଣିଥିବେ କିଛି ଦିନ ହେବ ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିଛି । ଏହି ନିଆଁ କୁ ଆୟତ୍ତ କରିବା ପାଇଁ ବନବିଭାଗ, ଅଗ୍ନିଶମ ବିଭାଗ,ଓଡ୍ରାଫ…

ରାଜ୍ଯର ବିଭିନ୍ନ ସ୍ଥାନରେ ହାଲ୍‌କା ବର୍ଷା ସାଙ୍ଗକୁ କୋହଲା ପାଗ ଅନୁଭୂତ

ଭୁବନେଶ୍ବର : ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ ଏଭଳି ରହିବ ବୋଲି କହିଛି ଆଞ୍ଚଳିକ…

୧୮ରୁ ରାଜ୍ଯରେ ଆହୁରି ବଢିବ ଶୀତ ! ଆସନ୍ତାକାଲି କିଛି ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ଏବେ କମିଛି ଶୀତ। ପ୍ରାୟ ସମସ୍ତ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବଢିଛି। ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨ରୁ୩ ଦିନ ପର୍ଯ୍ୟନ୍ତ…

୨୪ ଘଣ୍ଟାରେ ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେବ ସାମୁଦ୍ରିକ ଝଡ ‘ନିବାର’, ଏପଟେ ଆରବସାଗରରେ ଦୁର୍ବଳ…

କେନ୍ଯୁଜ୍: ଡବଲ ସାଇକ୍ଲୋନ୍‌ । ଗୋଟିଏ ଆରବ ସାଗରରେ ଆଉ ଗୋଟିଏ ବଙ୍ଗୋପସାଗରରେ । ବଙ୍ଗୋପସାଗରରେ ଝଡ 'ନିବାର' ୨୪ ଘଣ୍ଟାରେ ସାଇକ୍ଲୋନିକ୍‌ ଷ୍ଟର୍ମର ରୂପ ନେଇପାରେ । ଏହା ଏବେ ଦକ୍ଷିଣ- ଦକ୍ଷିଣ ପୂର୍ବ ପୁଡୁଚେରୀଠାରୁ ୭୦୦ କିଲୋମିଟର ଓ ଦକ୍ଷିଣ- ଦକ୍ଷିଣ ପୂର୍ବ ଚେନ୍ନାଇଠାରୁ ୭୪୦ କିଲୋମିଟର…

ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ଆସନ୍ତାକାଲିଠାରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ…

ଭୁବନେଶ୍ବର: ବଙ୍ଗୋପସାଗରରେ ପ୍ରବେଶ କରିଛି ଟାଇଫୁନ ମୋଲାଭର ଅଂଶବିଶେଷ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିିିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶ…

ଫିଲିପାଇନ୍ସରେ ଲ୍ୟାଣ୍ଡଫଲ କଲା ଟାଇଫୁନ୍‌ ମୋଲାଭ: ବଙ୍ଗୋପସାଗରରେ ପ୍ରବେଶ କରିବ ଏହାର ଅବଶିଷ୍ଟାଂଶ, ୨୯ ବେଳକୁ ଆଉ ଏକ…

କେନ୍ଯୁଜ୍: ଫିଲିପାଇନ୍ସରେ ଲ୍ୟାଣ୍ଡଫଲ କରିଛି ଟାଇଫୁନ୍‌ ମୋଲାଭ । ଫିଲିପାଇନ୍ସର ପାଣିପାଗ ବିଶେଷଜ୍ଞଙ୍କ ଅନୁସାରେ ୩ଟା ୩୦ରେ ଟାଇଫୁନ୍‌ ଓରିଏଣ୍ଟାଲ ମାଇଣ୍ଡୋରୋ ଉପରେ ଅବତରଣ କରିଛି । ଟାଇଫୁନ୍‌ ମୋଲାଭର ଅବଶିଷ୍ଟାଂଶ ବଙ୍ଗୋପସାଗରରେ ପ୍ରବେଶ କରିବ । ବଙ୍ଗୋପସାଗରରେ ଘନୀଭୂତ ହୋଇ ୨୯ ତାରିଖ…

ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(କେନ୍ୟୁଜ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ ମାର୍କଡରେ ପରିଣତ ହେବା ପରେ ଆଜି ଅବପାତର ରୂପ ନେଇପାରେ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ…