Browsing Tag

rain

ଜୁନ୍‌ ମାସରେ ହୋଇଛି ସ୍ବାଭାବିକଠାରୁ ଅଧିକ ବର୍ଷା : ଝାରସୁଗୁଡ଼ାରେ ସର୍ବାଧିକ, ପୁରୀରେ ସର୍ବନିମ୍ନ ରେକର୍ଡ

ଭୁବନେଶ୍ବର : ଜୁନ୍‌ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାରେ ସ୍ବାଭାବିକ ଭାବେ ୨୨୫.୨ ମିମି ବର୍ଷା ହେବା କଥା। ତେବେ ଚଳିତବର୍ଷ ୨୫୭ ମିମି ବର୍ଷା ରେକର୍ଡ କରାଯାଇଛି।  ଝାରସୁଗୁଡ଼ାରେ ସବୁଠାରୁ ଅଧିକ ବର୍ଷା ‌ରେକର୍ଡ କରାଯାଇଛି। ସେହିପରି…

ପୁଣି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର: ପାଖାପାଖି ସପ୍ତାହେ ବ୍ୟବଧାନରେ ପୁଣି ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା…

ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଟ୍ରଫ୍‌ ଲାଇନ୍, ପ୍ରଭାବରେ ଆସନ୍ତା…

ଭୁବନେଶ୍ବର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା। ଯାହା ଫଳରେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର,…

ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାର ଜିଲ୍ଲା ମାନଙ୍କରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା। ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି କିନ୍ତୁ ସ୍ୱଳ୍ପ ବର୍ଷା ହୋଇଛି। ମୟୂରଭଞ୍ଜରେ ସର୍ବାଧିକ ୫୦.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଉତ୍ତର ଓଡ଼ିଶାରେ ଭଲ…

ମୌସୁମୀ ଯୋଗୁ ସାଂଘାତିକ ହୋଇପାରେ କରୋନା ସ୍ଥିତି, ଜାଣନ୍ତୁ ବର୍ଷା ହେଲେ କେତେ ବଢ଼ିବ ସଂକ୍ରମଣ

କରୋନା ସ୍ଥିତି ଦିନକୁ ଦିନ ସାଂଘାତିକ ହେବାରେ ଲାଗିଛି। ଏହି ରୋଗର ଔଷଧ କିମ୍ବା ଟୀକା ବାହାରିନଥିବାରୁ ସଂକ୍ରମଣ ବଢ଼ୁଛି। ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟି ରଖି ସରକାର ମଧ୍ୟ ଲକ୍‌ଡାଉନ୍‌ ଓ ସଟଡାଉନ୍‌ ବଢ଼ାଇପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ଇତି ମଧ୍ୟରେ ବୈଜ୍ଞାନିକମାନେ କରୋନାକୁ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା!

ଭୁବନେଶ୍ବର: ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ…

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ! ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା । ଖାସ୍ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର…

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡିଶାର ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ନଜରରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ,…

ଆସନ୍ତା ଦୁଇ ଦିନ ଯାଏଁ ଓଡିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା !

ଭୁବନେଶ୍ୱର (କେନ୍ୟୁଜ) : ଦୁଇ ଦିନ ପ୍ରବଳ ଛେଚିବ ବର୍ଷା। କରୋନା ମହାମାରୀର ଏହି ଲଢ଼େଇ ଭିତରେ ଆସନ୍ତା ଦୁଇ ଦିନ ଆର୍ଥତ ୪୮ ଘଣ୍ଟା ଯାଏଁ କାଳବୈଶାଖୀ ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ। ସେହିପରି ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ…

ଅମ୍ଫନ ପ୍ରଭାବରେ ଭୁବନେଶ୍ୱରରେ ଆରମ୍ଭ ହେଲା ବର୍ଷା

ପ୍ରଳୟଙ୍କରୀ ରୂପ ଧାରଣ କରି ସମୁଦ୍ରରେ ଆଗକୁ ବଢୁଛି ଅମ୍ଫନ । ବର୍ତ୍ତମାନ ପାରାଦୀପଠାରୁ ୪୨୦ କିଲୋମିଟର ଦୂରରେ ରହିଛି ଅମ୍ଫାନ । ତେବେ ଦୀଘାଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗକୁ ୭୨୦ କିଲୋମିଟର ଏବଂ ବାଂଲାଦେଶ କ୍ଷେପୁପଡ଼ା ଠାରୁ ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗକୁ ୮୪୦ କିଲୋମିଟର ଦୂରରେ…

ଦୁଃଖରେ ମୟୁରଭଞ୍ଜ ଜିଲ୍ଲାର ଚାଷୀ: ବର୍ଷା ଓ କୂଆପଥର ମାଡ଼ରେ ନଷ୍ଟ ହୋଇଯାଇଛି ସମ୍ପୂର୍ଣ୍ଣ ଫସଲ, ଭାଙ୍ଗିଯାଇଛି ଘର

ରାଇରଙ୍ଗପୁର : କରୋନା ମହାମାରୀ ପାଇଁ ଲାଗୁ ହୋଇଥିବା ଲାକଡାଉନ ଚାଷୀଙ୍କୁ କନ୍ଦାଇଥିବା ବେଳେ ଏବେ କାଳ ବୈଶାଖୀ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ମୟୁରଭଞ୍ଜ ଜିଲ୍ଲାର ଚାଷୀ ଏବେ ହତାଶ। ଏକର ଏକର ଜମିରେ ଫଳିଥିବା ଫସଲକୁ ଚାହିଦା ଥିବା ବାହାର ମାର୍କେଟକୁ ନେଇ ନ ପାରି ଗାଁ ମାର୍କେଟରେ…

ଚାନ୍ଦବାଲି: ବଜ୍ରାଘାତରେ ଜଳିଗଲା ଘର, ପୋଡିଗଲା ୧୫ବସ୍ତା ଧାନ

ଚାନ୍ଦବାଲି: ବଜ୍ରାଘାତରେ ଜଳିଗଲା ଘର । ଘରେ ଥିବା ୧୫ବସ୍ତା ଧାନ ସହ ଘର କରଣା ସାମଗ୍ରୀ ମଧ୍ୟ ଜଳିଯାଇଛି । ଅଭିଯୋଗ ଅନୁସାରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲଦାର ଅଧିନସ୍ଥ ଆରଡି ପଞ୍ଚାୟତ ମୁଆଁ ଦାସସାହିର ନାରାୟଣ ଦାସଙ୍କ ନିର୍ମାଣଧୀନ ଘର ଘଡଘଡିରେ ଗତକାଲି ବିଳମ୍ବିତ ରାତିରେ ପୋଡିଯାଇଛି…