କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଭୁବନେଶ୍ୱର (କେନ୍ୟୁଜ୍) : ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଜାରି କରାଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଉଛି । ଫଳରେ ଆସନ୍ତା ୨୦ ଓ ୨୧…