Browsing Tag

rain

ଘନ କୁହୁଡ଼ି ସହ ରାଜ୍ୟରେ ବର୍ଷା ସମ୍ଭାବନା, ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର (କେନ୍ୟୁଜ): ଶୀତ ସାଙ୍ଗକୁ କଲବଲ କରୁଛି କୁହୁଡ଼ି । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ । ଆଗାମୀ ୩ ଦିନ ଘନ କୁହୁଡ଼ି ନେଇ ମଧ୍ୟ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଘନ କୁହୁଡି ପାଇଁ ଆଜି୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

ପାଣିପାଗର ବଦଳିବ ମିଜାଜ : ନୂଆ ବର୍ଷ ଆରମ୍ଭରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ନୂଆ ବର୍ଷ ଆରମ୍ଭରୁ ବର୍ଷା। ପଶ୍ଚିମାଝଡ଼ ପ୍ରଭାବରେ ନୂଆବର୍ଷ ଆରମ୍ଭରୁ ବର୍ଷା ସମ୍ଭାବନା ରହିଛି। ଜାନୁଆରୀ ପ୍ରଥମ ସପ୍ତାହ ଶେଷ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ନୂଆବର୍ଷ ଆରମ୍ଭରୁ ପଶ୍ଚିମା ଝଡ଼ ପ୍ରଭାବରେ ପାଣିପାଗର ମିଜାଜ ବଦଳିବ।…

ଓଡିଶାକୁ ନାହିଁ ବାତ୍ୟା ବିପଦ, ୪ରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ଆସିବ ନାହିଁ ବାତ୍ୟା । କିନ୍ତୁ ପ୍ରଭାବରେ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓ ଉପକୂଳ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଲି ପାଇଁ ୫ଟି ଜିଲ୍ଲା…

କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଜାରି କରାଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଉଛି । ଫଳରେ ଆସନ୍ତା ୨୦ ଓ ୨୧…

ଆସୁଛି ଲଘୁଚାପ, ୧୫ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଲଘୁଚାପ । ୧୫ରୁ ବର୍ଷା ସମ୍ଭାବନା । ୧୪ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପର ରୂପ ନେଇପାରେ ବୋଲି କିଛି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ…

କାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ମିଆଁମାର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ଏହା ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିବ । ପରବର୍ତ୍ତୀ ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର । ପରେ ଘନୀଭୂତ ହୋଇ…

ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା । ସକାଳ ୮ଟା ୩୦ଟା ପର୍ଯ୍ୟନ୍ତ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡା ଓ…

କାଲିଠୁ ପୁଣି ଭିଜିବ ଓଡ଼ିଶା, ୧୯ରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର (କେନ୍ୟୁଜ): କାଲିଠୁ ପୁଣି ଭିଜିବ ଓଡ଼ିଶା। ୧୯ରେ ବଢିବ ପରିମାଣ। ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ରାଜ୍ୟଠାରୁ ଦୂରରେ ରହିଥିବାରୁ ରାଜ୍ୟରେ ବର୍ଷା ବିସ୍ତୃତି କମିଛି। କାଲିଠୁ…

ଦୁଇ ଦିନ ଶୁଖିଲା ପାଗ, ୧୮ରୁ ପୁଣି ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଦୁଇ ଦିନ ଶୁଖିଲା ପାଗ ପରେ ୧୮ରୁ ପୁଣି ବର୍ଷା । ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ସୁଦୃଶ ଲଘୁଚାପ ବଳୟ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ରାଜ୍ୟଠାରୁ ଦୂରରେ ରହିଥିବାରୁ ରାଜ୍ୟରେ ବର୍ଷା ବିସ୍ତୃତି କମିଛି। ଆଜି ଓ…

ଆସନ୍ତା ୧୨ ଆଉ ଏକ ଘୂର୍ଣ୍ଣିବଳୟ! କାଲିଠୁ ରାଜ୍ୟରେ ପୁଣି ହେବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ…

ରାଜ୍ୟରେ ନିଷ୍କ୍ରିୟ ରହିଛି ମୌସୁମୀ: ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା, ୧୫ ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଏବେ ନିଷ୍କ୍ରିୟ ରହିଛି ମୌସୁମୀ । ତେବେ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ସମୁଦ୍ରରୁ ୫.୮ କିଲୋମିଟର ଉପରେ ରହିଛି ଏହାର ଅବସ୍ଥିତ । ପ୍ରଭାବରେ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଗାମୀ ଦୁଇ ଦିନ…

୧୫ ତାରିଖ ପରେ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଦୂର୍ବଳ ରହିଛି ମୌସୁମୀ। ପ୍ରାୟ ସପ୍ତାହେ ଧରି କାଁଭାଁ କେଉଁଠି ଘଡ଼ଘଡ଼ି ସହ ବର୍ଷା ହେଉଛି। ୧୪ ତାରିଖ ଯାଏ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ। ଟ୍ରାପ୍ ଲାଇନ ଉତ୍ତର ମୁହାଁ ଥିବାରୁ ରାଜ୍ୟରେ କମିଛି ବର୍ଷା। ତେବେ ୧୫ ତାରିଖ ପରେ ବର୍ଷାର ପରିମାଣ ଓ ବିସ୍ତୃତି…