ଚାଷୀଙ୍କୁ ଆଶ୍ବସ୍ତି, ଏଥର ସ୍ବାଭାବିକ ରହିବ ମୌସୁମୀ ବର୍ଷା
ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର । ଏଥର ସ୍ବାଭାବିକ ରହିବ ମୌସୁମୀ । ସମୁଦ୍ର ଓ ବାୟୁମଣ୍ଡଳର ସ୍ଥିତିରୁ ବିଶ୍ବର ପ୍ରମୁଖ ପାଣିପାଗ ସଂସ୍ଥାଗୁଡ଼ିକ ସଂଗ୍ରହ କରିଥିବା ତଥ୍ୟ ଅନୁଯାୟୀ ଏଭଳି ଆକଳନ କରାଯାଇଛି । ତେଣୁ ଚାଷୀମାନେ ସେହି ଅନୁସାରେ ପ୍ରସ୍ତୁତ ହେବାକୁ ପାଣିପାଗ ବିଶେଷଜ୍ଞ…