Browsing Tag

rains in odisha

ପଶ୍ଚିମ-ଝଡ଼ର ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ବର: ପଶ୍ଚିମ-ଝଡ଼ର ପ୍ରଭାବରେ ଶନିବାର ରାଜ୍ୟର କେତେକ ଅଞ୍ଚଳରେ ବିଜୁଳି ସହ ଘଡଘଡି ବର୍ଷା ହୋଇଛି । ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆଜି ଅପରାହ୍ଣ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଏଥିସହିତ କଟକ ଓ…

ଆସନ୍ତାକାଲିଠାରୁ ବଢିବ ବର୍ଷାର ପରିମାଣ ! ୨୧ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡରେ ପ୍ରବଳରୁ…