Jhunjhunu Accident : ପୁଣି ଖୋଲିଲାନି ଏୟାରବ୍ୟାଗ୍, ଓଲଟିଲା ଗାଡ଼ି, ୨ ମୃତ
ରାଜସ୍ଥାନ : ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଲା କାର୍ । କାର୍ ରେ ଥିବା ୨ ଜଣଙ୍କ ଘଟଣା ସ୍ଥଳରେ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ରାଜସ୍ଥାନର ଝୁନଝୁନୁ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆହତଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି ।
ଖବର…