ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା. ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ, ଡାକ୍ତର ଦେବେନ୍ଦ୍ର ପ୍ରଧାନ ଥିଲେ…
ଭୁବନେଶ୍ବର : ଭୁବନେଶ୍ବର ଓୟୁଏ.ଟିରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । କୃଷି ଶିକ୍ଷା ସଦନ ପ୍ରେକ୍ଷାଳୟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା. ଦେବେନ୍ଦ୍ର ପ୍ରଧାନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆୟୋଜିତ ସ୍ମୃତିସଭାରେ ଯୋଗ ଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ଏହି…