ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ
ଭୁବନେଶ୍ୱର (କେନ୍ୟୁଜ୍) : ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଆଜି ଅପରାହ୍ନରେ ତିନି ପ୍ରାର୍ଥୀଙ୍କୁ ଦିଆଯିବ ରାଜ୍ୟସଭା ସାର୍ଟିଫିକେଟ। ଓଡିଶାରେ ତିନି ରାଜ୍ୟସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ହୋଇଥିଲା । ୩ ଜଣ ପ୍ରାର୍ଥୀ ନାମାଙ୍କନ କରିଛନ୍ତି ।…