ପୁଣିଥରେ ରାଜ୍ୟସଭା ଉପାଧ୍ୟକ୍ଷ ହେଲେ ଏନ୍ଡିଏ ପ୍ରାର୍ଥୀ ହରିବଂଶ ନାରାୟଣ ସିଂ
ନୂଆଦିଲ୍ଲୀ : ପୁଣିଥରେ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଜେଡିୟୁ ସାଂସଦ ତଥା ଏନ୍ଡିଏ ପ୍ରାର୍ଥୀ ହରିବଂଶ ନାରାୟଣ ସିଂ । ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କୟା ନାଇଡୁ ଗୃହକୁ ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିବା ମନୋଜ ଝାଙ୍କୁ ହରାଇ ସେ ଲଗାତର ଦ୍ୱିତୀୟ ଥର…