Below header
Browsing Tag

rajya sabha election

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି । ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବରେ ଅଶ୍ବିନୀ ଯିବେ ରାଜ୍ୟସଭା । ୨୦୧୯ରେ ମଧ୍ୟ ଓଡ଼ିଶାରୁ ବିଜେପି ପ୍ରାର୍ଥୀ ଭାବେ…

୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା। ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶିଙ୍କ ନାଁ ଘୋଷଣା କରାଯାଇଛି। ସସ୍ମିତ ପାତ୍ରଙ୍କୁ ପୁଣି ଥରେ ରିପିଟ୍‌ କରିଛି ଦଳ। ପୁଣି…

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୁଡାନ୍ତ ପ୍ରାର୍ଥୀ ତାଲିକା, ଅପରାହ୍ନ ୩ଟାରେ ଘୋଷଣା କରିବେ ରିଟର୍ଣ୍ଣିଂ…

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୁଡାନ୍ତ ପ୍ରାର୍ଥୀ ତାଲିକା। ଅପରାହ୍ନ ୩ଟାରେ ଚୂଡ଼ାନ୍ତ ତାଲିକା ଘୋଷଣା କରିବେ ରିଟର୍ଣ୍ଣିଂ ଅଫିସର। ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀଙ୍କୁ ବିଦ୍ଧିବଦ୍ଧ ଭାବେ ବିଜୟୀ ଘୋଷଣା କରାଯିବ। ରିଟର୍ଣ୍ଣିଂ ଅଫିସର ସେମାନଙ୍କୁ ସାର୍ଟିଫିକେଟ…

ଆସନ୍ତା ମାର୍ଚ୍ଚ ୨୬ରେ ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୫୫ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବା ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶାର ୪ଟି ଆସନ ପାଇଁ ନିର୍ବାଚନ ହେବ । ସରୋଜିନୀ ହେମ୍ବ୍ରମ୍‌, ନରେନ୍ଦ୍ର କୁମାର ସ୍ୱାଇଁ ଓ ରଞ୍ଜୀବ ବିଶ୍ୱାଳଙ୍କ…