Below header
Browsing Tag

rajya sabha elections

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ । ଆଜି ଅପରାହ୍ନରେ ତିନି ପ୍ରାର୍ଥୀଙ୍କୁ ଦିଆଯିବ ରାଜ୍ୟସଭା ସାର୍ଟିଫିକେଟ। ଓଡିଶାରେ ତିନି ରାଜ୍ୟସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ହୋଇଥିଲା । ୩ ଜଣ ପ୍ରାର୍ଥୀ ନାମାଙ୍କନ କରିଛନ୍ତି ।…

ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି, ଓଡ଼ିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ୱର (କେନ୍ୟୁଜ): ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଓଡ଼ିଶାର ୩ଟି ଆସନ ପାଇଁ ହେବ ନିର୍ବାଚନ। ଏପ୍ରିଲ ୩ରେ ରାଜ୍ୟସଭାରେ ଓଡିଶାରୁ ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ…

ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ,ରାଜ୍ୟର ଖାଲି ପଡିଥିବା ୩ଟି ଆସନ ପାଇଁ ଭୋଟ

ଭୁବନେଶ୍ୱର (କେନ୍ୟୁଜ): ଘୋଷଣା ହେଲା ରାଜ୍ୟସଭା ନିର୍ବାଚନ ତାରିଖ । ଫେବୃଆରୀ ୨୭ ତାରିଖକୁ ରାଜ୍ୟସଭା ନିର୍ବାଚନ ପାଇଁ ଚୟନ କରାଯାଇଛି । ଓଡ଼ିଶାର ଖାଲି ପଡିଥିବା ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏହି ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ । ନିର୍ବାଚନ ପାଇଁ…