ଯବାନଙ୍କ ପାଇଁ ରାକ୍ଷୀ ପଠାଇଛନ୍ତି କଲେଜ୍ ଛାତ୍ରୀ, ସୁରକ୍ଷା ପାଇଁ ଠାକୁରଙ୍କ ପାଖରେ କଲେ ପ୍ରାର୍ଥନା
ତାଳଚେର: ସ୍ନେହ ଓ ବନ୍ଧନର ପର୍ବ ହେଉଛି ରକ୍ଷାବନ୍ଧନ । ସେଥିପାଇଁ ଏବେ ଠାରୁ ଚଳଚଞ୍ଚଳ ହୋଇଉଠିଲାଣି ଗାଁରୁ ସହର । ଏହି ଦିନକୁ ଅପେକ୍ଷା କରି ରହିଥାନ୍ତି ସବୁ ଭାଇ ଓ ଭଉଣୀ । ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ରାକ୍ଷୀ ବାନ୍ଧେ । କିନ୍ତୁ ଯେଉଁମାନେ ଦେଶର ସୁରକ୍ଷା ପାଇଁ ଦିନରାତି କାମ…