କୋଣାର୍କର ଅଧିଷ୍ଟାତ୍ରୀ ଦେବୀ ମାଆ ରାମଚଣ୍ଡୀଙ୍କ ପୀଠ ଚଳଚଞ୍ଚଳ, ଏପଟେ ସମ୍ବଲପୁରର ଇଷ୍ଟଦେବୀ ମାଆ ସମଲେଶ୍ୱୀରଙ୍କ…
କୋଣାର୍କ(କେନ୍ଯୁଜ୍) : ବିଭିନ୍ନ ଶକ୍ତି ପୀଠରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା। ଏଥିପାଇଁ ଚଳଚଞ୍ଚଳ କୋଣାର୍କର ଅଧିଷ୍ଟାତ୍ରୀ ଦେବୀ ମାଆ ରାମଚଣ୍ଡୀଙ୍କ ପୀଠ। ସବୁ ଶକ୍ତି ପୀଠରେ ଗୋଟିଏ ବେଳା ଚଣ୍ଡୀପାଠ ହେଉଥିବାବେଳେ ଏଠାରେ ଦୁଇ ବେଳା ଚଣ୍ଡୀ ପାଠ କରାଯାଇଥାଏ। ମୂଳାଷ୍ଟମୀ ଠାରୁ…