JSW ଗ୍ରୁପ୍ ସିଏମ୍ଡି ସଜ୍ଜନ ଜିନ୍ଦଲଙ୍କ ବିରୋଧରେ ଦୁଷ୍କର୍ମ ମାମଲା, ଥାନାରେ ଅଭିଯୋଗ କଲେ ୩୦ ବର୍ଷୀୟା ଡାକ୍ତରାଣୀ
ବଢିଲା JSW ଗ୍ରୁପ୍ ସିଏମ୍ଡି ସଜ୍ଜନ ଜିନ୍ଦଲଙ୍କ ଅଡ଼ୁଆ । ଦୁଷ୍କର୍ମ ଅଭିଯୋଗରେ ସଜ୍ଜନ ଜିନ୍ଦଲଙ୍କ ବିରୋଧରେ ମାମଲା ରୁଜୁ କରିଛି ମୁମ୍ବାଇ ପୋଲିସ । ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଦୁଷ୍କର୍ମ ଅଭିଯୋଗରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ମୁମ୍ବାଇର ୩୦ ବର୍ଷୀୟା ଡାକ୍ତରାଣୀ…