ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡ: ରାୟ ଶୁଣାଇଲେ ଫୁଲବାଣୀ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ
କନ୍ଧମାଳ(କେନ୍ୟୁଜ୍): ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡ। ଏକ ଦୁଷ୍କର୍ମ ମାମଲାର ବିଚାର କରି ଏହି ରାୟ ଶୁଣାଇଛନ୍ତି ଫୁଲବାଣୀ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ। ଦୁଷ୍କର୍ମ ଅଭିଯୁକ୍ତ ପ୍ରସନ୍ନ କୁମାର ଦିଗଳକୁ ୨୫ବର୍ଷ ସଶ୍ରମ କାରାଦଣ୍ଡ ଓ ୨୫ହଜାର ଟଙ୍କା ଆର୍ଥିକ ଦଣ୍ଡାଦେଶ…