Below header
Browsing Tag

rapid rail

ଦେଶକୁ ମିଳିଲା ପ୍ରଥମ ରାପିଏଡଏକ୍ସ ଟ୍ରେନ: ଦିଲ୍ଲୀ-ଗାଜିଆବାଦରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶକୁ ମିଳିଲା ପ୍ରଥମ ରାପିଏଡଏକ୍ସ ଟ୍ରେନ। ଆଞ୍ଚଳିକ ଯୋଗାଯୋଗ କ୍ଷେତ୍ରରେ ପରିବତ୍ତର୍ନ ଆଣିବ ରାପିଡଏକ୍ସ ଟ୍ରେନ ‘ ନମୋ ଭାରତ ’ । ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀ-ଗାଜିଆବାଦ-ମେରଟ ଆରଆରଟିଏସ୍ କରିଡରରେ ଗଡିବ । ଆଜି ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…