Browsing Tag

rath yatra

ପୁରୀରେ ପହଞ୍ଚିଛି ଚତୁର୍ଥ ଦଫା ରଥ କାଠ, ନିର୍ମାଣ କାର୍ଯ୍ୟ ଅକ୍ଷୟ ତୃତୀୟାରୁ ହେବ ଆରମ୍ଭ

ପୁରୀ: ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଛି ଚତୁର୍ଥ ଦଫା ରଥ କାଠ । ଏହି ରଥ କାଠ ବୌଦ୍ଧ ବନଖଣ୍ଡ ମାଧୋପୁର ରେଞ୍ଜରୁ ଆସିଛି । ଧଉରା କାଠ ୧୨ ଫୁଟିଆ ୩୭ଟି ଏବଂ ୨୦ ଫୁଟିଆ ୧୫ ଟି କାଠ ଆସିଛି । ମୋଟ ୫୨ ଖଣ୍ଡ କାଠ ଦୁଇଟି ଟ୍ରକରେ ଆସି ପହଞ୍ଚିଛି । ମହାପ୍ରଭୁଙ୍କ ରଥ ନିର୍ମାଣ…

ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ସମସ୍ୟାର ସମାଧାନ ନେଇ ହେବ…

ଭୁବନେଶ୍ୱର : ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା । ଆଜି ଭୁବନେଶ୍ୱରରେ ମୁଖ୍ୟ ଶାସନ ସଚିବଙ୍କ ଅଧକ୍ଷତାରେ ବସିବ ରଥଯାତ୍ରୀ ପରବର୍ତ୍ତୀ ସମୀକ୍ଷା ବୈଠକ । ରଥଯାତ୍ରା, ବାହୁଡ଼ା ସମେତ ଶ୍ରୀମନ୍ଦିରରେ ପାଳନ ହେଉଥିବା ଦୈନନ୍ଦିନ ନୀତିକାଠି ଓ ଉତ୍ସବ ପାଳନରେ ବିଶୃଙ୍ଖଳା…

ପୁରୀରେ ଗୌତମ ଆଦାନୀ ଶରଧା ବାଲିରେ ଶ୍ରୀଜିଉଙ୍କୁ କଲେ ଦର୍ଶନ

ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ପହଞ୍ଚିଲେ ଗୌତମ ଆଦାନୀ ଏବଂ ତାଙ୍କ ପରିବାର ଲୋକ । ସେ ଭୁବନେଶ୍ବରରେ ପହଞ୍ଚି ପୁରୀ ଅଭିମୁଖେ ଯାତ୍ରା କରିଥିବା ଜଣାପଡିଛି । ତାଙ୍କ ଲକ୍ଷ୍ୟ ହେଉଛି ଯେ, ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ଆୟୋଜନ । ସୂଚନାନୁଯାୟୀ, ’’ଆଜିଠୁ ଆରମ୍ଭ ହୋଇଥିବା…

ରଥଯାତ୍ରାରେ ବଡ଼ ଅଘଟଣ, ରଥଚକ ତଳେ ପଡ଼ି ଗଲା ଯୁବକଙ୍କ ଜୀବନ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରଥ ଟାଣିବା ବେଳେ ବଡ଼ ଅଘଟଣ ଘଟିଛି । ରଥଚକ ତଳେ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଶିବରାମ ବେହେରା । ସୂଚନା ଅନୁସାରେ ଗତକାଲି ଶିକୁଳାରେ ରଥଟଣା ଆରମ୍ଭ ହୋଇଥିଲା। ରଥ ଟାଣିବା ପାଇଁ…

ଅଘଟଣ ଶୂନ୍ୟ ହେବ ରଥଯାତ୍ରା, ଜନଗହଳିପୂର୍ଣ୍ଣ ସ୍ଥାନରେ ହେବ ସ୍ବତନ୍ତ୍ର ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ

ପୁରୀ : ଅଘଟଣ ଶୂନ୍ୟ ହେବ ରଥଯାତ୍ରା । ପ୍ରତିବର୍ଷ ଭଳି ଏବର୍ଷ ବି ସ୍ବତନ୍ତ୍ର ଆୟୋଜନ କରାଯାଇଛି । ସୁରକ୍ଷା ପାଇଁ ଡ୍ରୋନ ଓ AI କ୍ୟାମେରାର ବ୍ୟବସ୍ଥା ହୋଇଛି । NSG ଓ ସ୍ନାଇପର ଟିମ୍ ସୁରକ୍ଷା ପାଇଁ ନିୟୋଜିତ ହେବେ । ଆତଙ୍କବାଦୀ କାର୍ଯ୍ୟକଳାପ ପ୍ରତିହତ କରିବା ପାଇଁ ସ୍ବତନ୍ତ୍ର ପଦକ୍ଷେପ…

ରଥଯାତ୍ରା ସୁରକ୍ଷା ପାଇଁ ପ୍ରଥମ ଥର ଲାଗିବ AI କ୍ୟାମେରା, ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଆପ୍

ପୁରୀ : ରଥଯାତ୍ରା ସୁରକ୍ଷା ପାଇଁ ପ୍ରଥମ ଥର ଲାଗିବ ଏଆଇ କ୍ୟାମେରା । ରଥଯାତ୍ରା ନେଇ ପୋଲିସ ସୁରକ୍ଷା ଚୂଡ଼ାନ୍ତ ହୋଇଛି । ଏ ନେଇ ଭୁବନେଶ୍ବର ଡିଜିପି କ୍ୟାମ୍ପ୍ ଅଫିସ୍‌ରେ ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଚଳିତ…

ଚଳଚଞ୍ଚଳ ରଥଖଳା, ଉଠିଲା ତିନି ରଥର ଚାରିନାହାକା

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ ତିନି ରଥର ପାଞ୍ଚ ଦଣ୍ଡା ଉଭୟ ପାର୍ଶ୍ଵରେ ଗୋଟିଏ ଗୋଟିଏ ପୋଲ ଗୟଳ…

ଚଳିତ ବର୍ଷ କଡ଼ା ସୁରକ୍ଷାରେ ହେବ ରଥଯାତ୍ରା: ଜଳ, ସ୍ଥଳ ଓ ଆକାଶରୁ ରହିବ ନଜର

ପୁରୀ : ଚଳିତ ବର୍ଷ କଡ଼ା ସୁରକ୍ଷାରେ ହେବ ରଥଯାତ୍ରା । ଭକ୍ତଙ୍କ ସୁରକ୍ଷା ଓ ଶ୍ରୀମନ୍ଦିର ସୁରକ୍ଷାରେ ରହିବେ ସ୍ବତନ୍ତ୍ର ସୁରକ୍ଷା ବଳ । ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ । ଜଳ, ସ୍ଥଳ ଓ ଆକାଶରୁ ରହିବ ନଜର । ରଥଯାତ୍ରା…

ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ବଉଳ କାଠ, ଜାଣନ୍ତୁ ଏହାର କିମ୍ବଦନ୍ତୀ

ପିପିଲି: ପାଖେଇ ଆସୁଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷ ଯାତ୍ରା । ଯୋଗ ଦେବେ ବିଶ୍ୱର କୋଣ ଅନୁକୋଣରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ । ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବା ପାଇଁ ରତ୍ନ ସିଂହାସନରୁ ଓହ୍ଲାଇ ଆସିବେ ତିନି ଠାକୁର । ପହଣ୍ଡି ସମୟରେ ଠାକୁରଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା…

ସୁରୁଖୁରୁ ରଥଯାତ୍ରା ଉପରେ ଗୁରୁତ୍ବ, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନେଇ ଆଲୋଚନା

ପୁରୀ : ଜୁନ ୨୭ ତାରିଖ ବିଶ୍ବପ୍ରସିଦ୍ଧ ରଥଯାତ୍ରା ନେଇ ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଥଯାତ୍ରାରେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ । ସହରର ବିଭିନ୍ନ…

ଅପରେସନ ସିନ୍ଦୂର ପରେ ବଢିଛି ପୁରୀର ସୁରକ୍ଷା, ରଥଯାତ୍ରାରେ ମୁତୟନ ହେବେ SOG ଯବାନ

ଅପରେସନ ସିନ୍ଦୂର ପରେ ବଢିଛି ଓଡ଼ିଶା ସୁରକ୍ଷା ଚିନ୍ତା । ବିଶେଷ କରି ପୁରୀର ସୁରକ୍ଷା ଏବେ କଡା କଡି କରାଯାଇଛି । ଜ୍ୟୋତି ମଲହୋତ୍ରା ଓ ତାଙ୍କ ବାନ୍ଧବୀ ପୁରୀର ବିଭିନ୍ନ ସ୍ଥାନରେ ବୁଲିବା ସହ ଭିଡିଓ କରିଥିଲେ । ଏବେ ଆଗକୁ ଆସୁଛି ରଥଯାତ୍ରା । ଲକ୍ଷାଧିକ ଭକ୍ତ ଙ୍କ ସମାଗମ ହେବ । ଏହି…

ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି । ଭିଡିଓରେ ଚତୁର୍ଥ…