Browsing Tag

ratha jatra celebrate

ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା: ରଥ, ପଥ, ଭକ୍ତ ସମସ୍ତେ ଅପେକ୍ଷା କରିଛନ୍ତି ଶ୍ରୀଜିଉଙ୍କୁ

ପୁରୀ (କେନ୍ୟୁଜ): ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଜନ୍ମବେଦୀକୁ ଯିବେ ମହାପ୍ରଭୁ । ଅଣସର ଘରୁ ବାହାରି ଭଉଣୀ ଭାଇଙ୍କୁ ଧରି ଶୋଭାଯାତ୍ରା କରିବେ। ବାହାରେ ଲକ୍ଷ ଲକ୍ଷ ଭକ୍ତ ଭଗବାନଙ୍କୁ ପାଖରେ ଦେଖିବେ ବୋଲି ଅନେଇ ବସିଛନ୍ତି। ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବଡ଼ଦାଣ୍ଡରେ…