ଚଳ ଚଞ୍ଚଳ ରଥଖଳା, ତିନି ରଥର ଗୋଟିଏ ନାହାକା ତୁମ୍ବରେ ଅର ସଂଯୋଗ
ପୁରୀ : ଘୋଷଯାତ୍ରା ଲାଗି ଚଳଚଞ୍ଚଳ ରଥ ଖଳା । ଶ୍ରୀ ନୃସିଂହ ଦେବଙ୍କ ଜନ୍ମ ତିଥିରେ ବିଧି ମତେ ଗୁଜ କାଠ, ଅର, ତଥା ତୁମ୍ବରେ ଅର ସଂଯୋଗ ଏବଂ ଚଉପଟ ସାଲ ଗୁଜରେ ରୂପକାର ସେବକଙ୍କ ଦ୍ଵାରା ଶ୍ରୀ ନୃସିଂହ ଦେବଙ୍କ ରୂପ ଖୋଦେଇ ଅନୁକୂଳ କରାଯାଇଥିଲା ।
ରଥ ଖଳା ଯନ୍ତା ଗାଡ଼ରେ ୩ ରଥର ନାହାକା…