Browsing Tag

ratha yatra update news

ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟରେ ରୁଜୁ ମାମଲାରେ ଇଣ୍ଟରଭେନର ପିଟିସନର ହେଲେ ମୁସଲିମ ଶ୍ରଦ୍ଧାଳୁ

ନୟାଗଡ଼ : ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟରେ ରୁଜୁ ମାମଲାରେ ଇଣ୍ଟରଭେନର ପିଟିସନର ହେଲେ ମୁସଲିମ ଶ୍ରଦ୍ଧାଳୁ। ନୟାଗଡ଼ ଜିଲ୍ଲା ଇଟାମାଟି ଅଞ୍ଚଳର ଅଫତାପ ହୁସେନ ମାମଲାରେ ଏଣ୍ଟରଭେନିଂ ପିଟିସନ ଦାଖଲ କରି କହିଛନ୍ତି ଯେ ଜଗନ୍ନାଥ ହିନ୍ଦୁ ଧର୍ମର ଭଗବାନ ହେଲେ ମଧ୍ୟ ସବୁ ଧର୍ମର ଶ୍ରଦ୍ଧାଳୁ…

ରଥକାମ କରୁଥିବା ସେବକଙ୍କ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ, ଅତିରିକ୍ତ ନିର୍ଦ୍ଦେଶକ…

ପୁରୀ: ରଥକାମ କରୁଥିବା ସେବକଙ୍କ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା ହେବ। ସ୍ୱାସ୍ଥ୍ୟଯାଞ୍ଚ ପାଇଁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ ହୋଇଛନ୍ତି । ପୁରୀ ଜନସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଡକ୍ଟର ଦେବୀପ୍ରସାଦ ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଲିଆଜନିଂ…

କେବେ ଆରମ୍ଭ ହେବ ରଥ ନିର୍ମାଣ? ଏନେଇ ସରକାର ନେବେ ନିଷ୍ପତ୍ତି, ଠିକ ସମୟରେ କାର୍ଯ୍ୟ ସରିବା ନେଇ ଆଶଙ୍କା

ପୁରୀ: ରଥନିର୍ମାଣ ପାଇଁ ସରକାର ନେବେ ନିଷ୍ପତ୍ତି । ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାମ ଆରମ୍ଭ ହୋଇପାରିନାହିଁ । ଗତକାଲି ରଥଖଳାରେ ବିଶ୍ୱକର୍ମା ମହାରଣାମାନେ ପହଞ୍ଚିଥିଲେ । କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମାଳ, ମହାପ୍ରସାଦ ଓ ନାରିକେଳ ଯୋଗାଇ ଦିଆଯାଇ…