Below header
Browsing Tag

ratha yatra

ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତି: ଆଜି ମହାପ୍ରଭୁଙ୍କ ସବୁ ନୀତିକାନ୍ତି ସହ ବାହାରିବ ଆଡ଼ପ ଅବଢ଼ା

ପୁରୀ: ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି । ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ପହଞ୍ଚିଛନ୍ତି। ରତ୍ନବେଦି ଛାଡ଼ି ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁ ଜନ୍ମବେଦି ତଥା ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି। ଗତକାଲି ଠାରୁ…

ନୀଳଜଳ ରାଶି ମଧ୍ୟରେ ନିଆର ଢଙ୍ଗରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ରଥଯାତ୍ରା ପାଳିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ନଈରୀ ଗ୍ରାମ ନିକଟ ଚିଲିକାର ଲବଣାକ୍ତ ନୀଳଜଳ ରାଶି ମଧ୍ୟରେ କାଙ୍କଣ କୂଦ ଯାହା କାଙ୍କଣ ଶିଖରୀ ରୂପେ ପରିଚିତ । ଏଠାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ପ୍ରତ୍ୟେକ ବର୍ଷ ଏକ ନିଆରା ଢଙ୍ଗରେ ରଥଯାତ୍ରା ପାଳନ କରାଯାଇଥାଏ। ଏବର୍ଷ ମହାମାରୀ…

ଗୁଣ୍ଡିଚା ଯାତ୍ରା ସଫଳ ଭାବେ ସମ୍ପନ୍ନ ହୋଇଥିବାରୁ ସମସ୍ତଙ୍କୁ ଅଭିନନ୍ଦନ : ଗଜପତି ଦିବ୍ୟସିଂହ ଦେବ

ପୁରୀ: ପୁରୀରେ ଗତକାଲି ସଫଳ ଭାବେ ସମ୍ପନ୍ନ ହୋଇଛି ଗୁଣ୍ଡିଚା ଯାତ୍ରା । ଏନେଇ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଗଜପତି ଦିବ୍ୟସିଂହ ଦେବ। ସେ କହିଛନ୍ତି, ସାଧାରଣ ଭକ୍ତଙ୍କ ବିନା ବଡ଼ଦାଣ୍ଡରେ ଗଡ଼ିଛି ରଥ। ଶୃଙ୍ଖଳାର ସହ ଓ ସୁରୁଖୁରରେ ଯାତ୍ରା ସଂପନ୍ନ ହୋଇଛି। ଖୁବ କମ୍ ସମୟ ମଧ୍ୟରେ…

ଆଜି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ

ପୁରୀ: ଆଜି ମହାପ୍ରଭୁଙ୍କ ଆଡପ ମଣ୍ଡପ ବିଜେ ନୀତି । ଆଜି ମହାପ୍ରଭୁ ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ । ଅପରାହ୍ନ ୨ଟା ସୁଦ୍ଧା ଆଡପ ମଣ୍ଡପ ବିଜେ ନୀତି ସରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ଲାଗିବା ପରେ ରଥ…

ଗୁଣ୍ଡିଚା ଘର ଅଭିମୁଖେ ଯାତ୍ରା ଆରମ୍ଭ, ବଡଦାଣ୍ଡରେ ଗଡିଲା ରଥ

ପୁରୀ: ବଡଦାଣ୍ଡରେ ଗଡିଲା ରଥ । ପ୍ରଥମେ ବଡ ପ୍ରଭୁ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ତିନି ରଥରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପରେ ତାଳଧ୍ବଜ ରଥ ଟଣା ଆରମ୍ଭ ହୋଇଛି। ବିନା ଭକ୍ତରେ ଆଗକୁ ଆଗକୁ ଗଡି ଚାଲିଛି ରଥ । ଆଗେ ଆଗେ ଗଡି ଚାଲିଛି ଶ୍ରୀବଳଦେବଙ୍କ ତାଳଧ୍ୱଜ…

ତିନି ରଥରେ ଛେରା ପହଁରା କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ: ତିନି ରଥରେ ଛେରା ପହଁରା କଲେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ।  ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ତିନି ରଥରେ ପୁରୀର ଗଜପତି ମହାରାଜା ଛେରା ପହଁରା କରିଛନ୍ତି। ଯାହା ରଥଯାତ୍ରାର ଏକ ପ୍ରମୁଖ ନୀତି । ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରଥ ଉପରେ ଛେରାପହଁରା…

ବଡ଼ ଟାହିଆ ବାନ୍ଧି ଝୁଲି ଝୁଲି ପହଣ୍ଡି ବିଜେ କରୁଛନ୍ତି କାଳିଆ ସାଆନ୍ତ, ଉତ୍ସବ ମୁଖରିତ ହୋଇ ଉଠିଛି ଶ୍ରୀକ୍ଷେତ୍ର

ପୁରୀ: ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି। ଜନ୍ମବେଦୀ ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି । କଡ଼ା କଟକଣା ଭିତରେ ଆରମ୍ଭ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ…

ଆଜି ରଥଯାତ୍ରା: ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି ଶେଷ ହେବାପରେ ଚାଲିଛି ବଳଭଦ୍ରଙ୍କ ପହଣ୍ଡି ବିଜେ

ପୁରୀ: ଆଜି ରଥଯାତ୍ରା । ରତ୍ନ ଦେବୀ ଛାଡି ରଥରେ ଚଢି ଜନ୍ମବେଦୀ ଯିବେ ତିନି ଠାକୁର । କିନ୍ତୁ ଚଳିତ ବର୍ଷ କରୋନା ମହାମାରୀ ପାଇଁ ଦେଖାଯିବନି ଭକ୍ତଙ୍କ ଭିଡ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କମ୍ ସଂଖ୍ଯକ ସେବାୟତଙ୍କୁ ନେଇ ଚାଲିଛି ସମସ୍ତ ନୀତିକାନ୍ତି । ଭୋର ୩ଟାରୁ ମହାପ୍ରଭୁଙ୍କର…

ଘର୍ ଘର୍ ନାଦରେ ବଡ଼ଦାଣ୍ଡରେ ଗଡିବ ରଥ, ସୁପ୍ରିମକୋର୍ଟଙ୍କ ସର୍ତ୍ତକୁ କରାଯିବ ପାଳନ

କେନ୍ୟୁଜ୍(ବ୍ୟୁରୋ):  ରଥଯାତ୍ରା ପାଇଁ ମିଳିଲା  ଗ୍ରୀନ ସିଗନାଲ୍। ଆସନ୍ତା କାଲି ବଡଦାଣ୍ଡରେ ଘର୍ ଘର୍ ନାଦରେ ଗଡିବ ତିନି ରଥ। ତିନି ଦିନ ତଳେ  ସୁପ୍ରିମକୋର୍ଟ ଦ୍ବାରା ରୋକ ଲଗାଯାଇଥିବା ରଥଯାତ୍ରାକୁ ଆଜି ସେହି ସୁପ୍ରିମକୋର୍ଟର ତିନି ଜଣିଆ ଖଣ୍ଡପିଠ  ଗ୍ରୀନ ସିଗନାଲ  ଦେଇଛନ୍ତି। ତେବେ…

ରଥଯାତ୍ରା ପାଇଁ ଧୀରେ ଧୀରେ ଖୋଲୁଛି କି ବାଟ ?

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆସନ୍ତାକାଲି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା । ବର୍ଷକୁ ଥରେ ମହାପ୍ରଭୁ ବଡ଼ ଭାଇ ବଳଭଦ୍ର ଏବଂ ସାନ ଭଉଣୀ ସୁଭଦ୍ରାଙ୍କ ସହ ରଥରେ ଚଢ଼ି ବଡ଼ଦାଣ୍ଡକୁ ଆସିଥାନ୍ତି । ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଯାଇ ୯ ଦିନ ଧରି ଲୀଳା ଖେଳା କରିଥାନ୍ତି । ଯେଉଁ ଭକ୍ତମାନେ…

ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି, ରାୟର ପୁନର୍ବିଚାର ପାଇଁ ସୁପ୍ରିମକୋର୍ଟ ଯିବାକୁ ଚିଠିରେ…

କେନ୍ୟୁଜ୍ (ବ୍ୟୁରୋ): ପୁରୀରେ ରଥଯାତ୍ରା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି । ରାୟର ପୁନର୍ବିଚାର ପାଇଁ ସୁପ୍ରିମକୋର୍ଟ ଯିବାକୁ ଚିଠିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ଗଜପତି ଦିବ୍ୟସିଂହ ଦେବ । ରଥଯାତ୍ରାର ଏକାଧିକ ଉଦାହରଣ ରଖି ଲେଖିଲେ ଚିଠି…

ଏଭଳି ବିଷମ ପରିସ୍ଥିତିରେ କୋର୍ଟଙ୍କ ରାୟ ଓ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ସ୍ୱାଗତଯୋଗ୍ୟ : ଶଙ୍କରାଚାର୍ଯ୍ୟ

ପୁରୀ: ରଥଯାତ୍ରା ବନ୍ଦ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା । ଏଭଳି ବିଷମ ପରିସ୍ଥିତିରେ କୋର୍ଟଙ୍କ ରାୟ ଓ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ସ୍ୱାଗତଯୋଗ୍ୟ । ବିକଳ୍ପ ବ୍ୟବସ୍ଥା ନେଇ ପରିଚାଳନା କମିଟି ଓ ସେବାୟତଙ୍କ ଆଲୋଚନା ପରେ ଚୂଡ଼ାନ୍ତ ପଦକ୍ଷେପ ନିଆଯିବ । ଆଲୋଚନା ବେଳେ ଆଇନ…