Browsing Tag

rathayatra

ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା, ଏନେଇ ପୁରୀ ଏସପି ବିନୀତ ଅଗ୍ରୱାଲ

ପୁରୀ :  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା ।  ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା ଲଗାଇବା କାର୍ଯ୍ୟ ଆରମ୍ଭ ହୋଇଛି । ଏଥର…

ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା ଉପରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା

ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା ଉପରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପ୍ରତିକ୍ରିୟା ।  ଘଟଣାକୁ ନିନ୍ଦା କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ଇସ୍କନ ବିଧିକୁ ଉଲଙ୍ଘନ କରି ନିଜର ଖ୍ୟାତି ପାଇଁ ଏଭଳି କାର୍ଯ୍ୟ କରୁଛି ।  ଖ୍ୟାତି ପାଇଁ ବିଧି ଉଲଙ୍ଘନ କଲେ ସବୁଥିରେ ଅସଫଳ ହେବ ଇସ୍କନ ।…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁରୀ : ସୁରୁଖୁରୁରେ ରଥଯାତ୍ରା ସମ୍ପନ୍ନ ନେଇ ସମସ୍ତଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୁରୀରେ ଶେଷ ସମନ୍ବୟ ବୈଠକରେ ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି । ସମସ୍ତଙ୍କ ସହଯୋଗରେ ଚଳିତ ବର୍ଷ ରଥଯାତ୍ରା ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚଳିତ ବର୍ଷ…

ଅଧାରେ ଅଟକିଲା ଦର୍ପଦଳଣ ଏବଂ ନନ୍ଦିଘୋଷ ରଥ, ଆଜି ସକାଳ ୯ରୁ ପୁଣି ଥରେ ଆରମ୍ଭ ହେବ ରଥଟଣା

ପୁରୀ (କେନ୍ୟୁଜ): ନବଦିନାତ୍ମକ ରଥଯାତ୍ରାରେ ଶ୍ରୀଜିଉ । ଭାଇ ଭଉଣୀଙ୍କୁ ଧରି ଜନ୍ମବେଦୀ ଅଭିମୁଖେ ଯାଇଛନ୍ତି କାଳିଆ ଠାକୁର । ପତିତଜନଙ୍କୁ ଉଦ୍ଧାରିବା ପାଇଁ ବଡ଼ଦେଉଳରୁ ବାହାରି ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଭାବ ଭକ୍ତିରେ ଭିଜିଥିଲା ଶ୍ରୀକ୍ଷେତ୍ର । ବଡ଼ଦାଣ୍ଡରୁ ଶରଧାବାଲି ଲହଡ଼ି…

ମାଉସୀ ମା’ ମନ୍ଦିରର କିମ୍ବଦନ୍ତୀ , କାହିଁକି ରଥ ଏଠି ଆପେ ଆପେ ଅଟକି ଯାଏ ?

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଶ୍ରୀମନ୍ଦିରରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଅଲିଅଳି ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ନବଦିନାତ୍ମକ ଘୋଷଯାତ୍ରାରେ ବାହାରିଛନ୍ତି .. ରତ୍ନବେଦୀ ରୁ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିଛନ୍ତି ଭାଇ ଭଉଣୀ । ପ୍ରତିଥର ଭଳି ଏଥର ନିଜ…

ଲୋକାରଣ୍ୟ ଶ୍ରୀକ୍ଷେତ୍ର, ବାଲୁକାକଳାରେ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ…

ପୁରୀ (କେନ୍ୟୁଜ): ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କ ମହାମିଳନର ମହାପର୍ବ । ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇବେ ଶ୍ରୀଜୀଉ । ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଶ୍ରୀଗୁଣ୍ଡିଚା…

ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ରତ୍ନ ସିଂହସନ ଛାଡ଼ି ରଥକୁ…

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା: ସମସ୍ତ ଦେଶବାସୀଙ୍କୁ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ…

ନୂଆଦିଲ୍ଲୀ : ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି । ପବିତ୍ର ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ରଥଯାତ୍ରା ଅବସରରେ ଟ୍ୱିଟ୍ କରି ଶୁଭେଚ୍ଛା…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ୨୦୨୩-୨୪ ବର୍ଷର ବଜେଟକୁ ମିଳିବ ଅନୁମୋଦନ

ପୁରୀ (କେନ୍ୟୁଜ): ପାଖେଇ ଆସୁଛି ରଥଯାତ୍ରା । ଶ୍ରୀକ୍ଷେତ୍ର ପୁରୀରେ ଚାଲିଛି ଜୋରସୋରରେ ପ୍ରସ୍ତୁତି । ରଥଯାତ୍ରାକୁ ସୁରୁଖୁରୁରେ କରିବାକୁ ଆଜି ବସୁଛି ପରିଚାଳନା କମିଟି ବୈଠକ । ନୀଳାଦ୍ରି ଭକ୍ତ ନିବାସରେ ବୈଠକ ବସିବ । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ବଜେଟ, ରଥ ଯାତ୍ରାର ନୀତିକାନ୍ତିକୁ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କାଠ

ପୁରୀ (କେନ୍ୟୁଜ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ l ବୌଦ୍ଧ ଜିଲ୍ଲାରୁ ଏକ ଟ୍ରକ ଯୋଗେ ଶ୍ରୀକ୍ଷେତ୍ରରେ ୪୦ଫୁଟିଆ ୨୮ଖଣ୍ଡ ଧଉରା କାଠ ପହଞ୍ଚିଛି। ଆସିଥିବା ଏହି ଧଉରା କାଠରେ ଚକରେ ଲାଗିବାକୁ ଥିବା ଅଖ ନିର୍ମାଣ ହେବ। ଚଳିତ ବର୍ଷ…

ଶ୍ରୀପଞ୍ଚମୀ ପୂର୍ବରୁ ରଥଯାତ୍ରା ପାଇଁ ପୁରୀ ଗଲା କାଠ, ନୟାଗଡ ବନଖଣ୍ଡରୁ ପ୍ରଥମ ପର୍ଯ୍ୟାୟରେ ଯୋଗାଣ

ନୟାଗଡ (କେନ୍ୟୁଜ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ ନିମନ୍ତେ ଆଜି ଦଶପଲ୍ଲାରୁ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀ ପଠାଯାଇଛି। ପାରମ୍ପରିକ ରୀତି- ନୀତି ଅନୁଯାୟୀ ପ୍ରଭୁ ମହାବୀରଙ୍କ ମନ୍ଦିର ସମ୍ମୁଖରେ କାଠବୋଝେଇ ତିନୋଟି ଟ୍ରକ ରଖାଯାଇଥିଲା। ଏଥିରେ ୩୩ ଖଣ୍ଡ ଧଉରା ଏବଂ ୭୨ ଖଣ୍ଡ…