ହିତାଧିକାରୀଙ୍କ ପାଇଁ ଖୁସିର ଖବର, ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର : ହିତାଧିକାରୀଙ୍କ ପାଇଁ ଖୁସିର ଖବର । ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ । ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ…