Below header
Browsing Tag

ratna bhandar

ଗଣତି ହେବ ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର, ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

ପୁରୀ (କେନ୍ୟୁଜ): ଓଡ଼ିଶା ଗସ୍ତରେ ଆସିଛନ୍ତି ସୁପ୍ରିମକୋର୍ଟଙ୍କ ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ । ଆଜି ସେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ତାଙ୍କ ଅଧ୍ୟକ୍ଷତାରେ ଅପରାହଣରେ ରତ୍ନଭଣ୍ଡାରର ଅଳଙ୍କାର ଓ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତ ତଦାରଖ ପାଇଁ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି

ପୁରୀ(କେନ୍ୟୁଜ୍‌): ଶ୍ରୀମନ୍ଦିର ରତ୍ନଭଣ୍ଡାର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କମିଟି ଗଠନ କରିଛନ୍ତି । ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ…

ରତ୍ନଭଣ୍ଡାର ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ, କମିଟିରେ ଅଧ୍ୟକ୍ଷଙ୍କ ସହ ରହିବେ ୧୨ ଜଣ ସଦସ୍ୟ

ଭୁବନେଶ୍ୱର (କେନ୍ୟୁଜ): ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ । ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ…

ରତ୍ନଭଣ୍ଡାରର ରତ୍ନ ଗଣତି ମାମଲା: ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ଘୁଞ୍ଚିଲା ଶୁଣାଣି

କଟକ(କେନ୍ୟୁଜ୍): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭିତର ରତ୍ନଭଣ୍ଡାର ଖୋଲି ରତ୍ନଭଣ୍ଡାରର ରତ୍ନ ଗଣତି ଓ ହିସାବ ପାଇଁ ହାଇକୋର୍ଟରେ ଦାୟର ହୋଇଥିବା ମାମଲାରେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ଶୁଣାଣି ଘୁଞ୍ଚିଛି। ଆଇନଜୀବୀ ଦିଲ୍ଲୀପ ମହାପାତ୍ରଙ୍କ ପକ୍ଷରୁ ରୁଜ୍ଜୁ ହୋଇଥିବା ଏହି ମାମଲାର…

୨୦୨୪ ରଥଯାତ୍ରା ବେଳେ ଖୋଲିବ ଭିତର ରତ୍ନଭଣ୍ଡାର, ଯାଞ୍ଚ ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେବ ଶ୍ରୀମନ୍ଦିର ପ୍ରଶାସନ

୨୦୨୪ ରଥଯାତ୍ରା ବେଳେ ଖୋଲିବ ଭିତର ରତ୍ନଭଣ୍ଡାର। ଯାଞ୍ଚ ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେବ ଶ୍ରୀମନ୍ଦିର ପ୍ରଶାସନ। ଆଜି ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ଭିତର ରତ୍ନଭଣ୍ଡାରର ଅତ୍ୟାଧୁନିକ ଯାଞ୍ଚର ତଦାରଖ ପାଇଁ ଗଠିତ ହେବ ଏକ ଉଚ୍ଚସ୍ତରୀୟ…

ସୁରକ୍ଷିତ ଅଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର, ହାଇକୋର୍ଟରେ ରାଜ୍ୟ ସରକାରଙ୍କ ସତ୍ୟପାଠ ଦାଖଲ

କଟକ (କେନ୍ୟୁଜ): ରତ୍ନଭଣ୍ଡାର ଅଳଙ୍କାର ସୁରକ୍ଷିତ ରହିଛି । ତେଣୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ହିସାବ ନେବାକୁ କମିଟି ଗଠନ କରିବାର କୌଣସି ଆବଶ୍ୟକ ନାହିଁ । ଭିତର ରତ୍ନଭଣ୍ଡାର ଖୋଲି ଅଳଙ୍କାର ଯାଞ୍ଚ କରିବା ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ହାଇକୋର୍ଟରେ ଏଭଳି ସତ୍ୟପାଠ ଦାଖଲ…

ପୁରୀ: ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାର ଏବେ କୌଣସି ପ୍ରସ୍ତାବ ନାହିଁ, ବିଧାନସଭାରେ ଉତ୍ତର ରଖିଲେ ଆଇନ ମନ୍ତ୍ରୀ…

ପୁରୀ(କେନ୍ୟୁଜ୍): ଏବେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାର କୌଣସି ପ୍ରସ୍ତାବ ନାହିଁ । ୧୩ ମେ ୧୯୭୮ରୁ ୨୩ ଜୁଲାଇ ୧୯୭୮ ମଧ୍ୟରେ ତାଲିକା କରାଯାଇଥିବା ସୁନା ରୂପା ସାମଗ୍ରୀ ସୁରକ୍ଷିତ ଥିବା ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା । ୧୯୮୫…