Below header
Browsing Tag

ratnabhandar

ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ ପାଇଁ ଉଚ୍ଚସ୍ତରୀୟ କମିଟି ଦ୍ଵିତୀୟ ବୈଠକ

ପୁରୀ (କେନ୍ୟୁଜ): ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତ ତଦାରଖ ପାଇଁ ଗଠିତ ଉଚ୍ଚସ୍ତରୀୟ କମିଟିର ଦ୍ଵିତୀୟ ବୈଠକ ଆଜି ଅନୁଷ୍ଠିତ ହେବ ।  ଅପରାହ୍ନ ୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ବସିବ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ…

ନଭେମ୍ୱର ୨୮ରୁ ରତ୍ନଭଣ୍ଡାରର ଲେଜର ସ୍କାନିଂ, ନିର୍ଦ୍ଦିଷ୍ଟ ସମୟ ଦେଖି କାମ କରିବ ଏଏସ୍‌ଆଇ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ପ୍ରସଙ୍ଗ। କାର୍ତ୍ତିକ ପୂର୍ଣ୍ଣମୀ ପରଦିନ ଅର୍ଥାତ ଆସନ୍ତା ୨୮ ତାରିଖରେ କରାଯିବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଏନେଇ ଆଲୋଚନା ପରେ ଏଏସାଆଇକୁ ଦାୟିତ୍ଵ ଦିଆଯାଇଛି। ନିର୍ଦ୍ଦିଷ୍ଟ ସମୟ ଦେଖି ଏଏସାଆଇ ଏହି କାର୍ଯ୍ୟ କରିବ।…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ, ରାୟ ସଂରକ୍ଷିତ

ପୁରୀ (କେନ୍ୟୁଜ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ଶେଷ ହୋଇଛି । ଏହି ରାୟକୁ ହାଇକୋର୍ଟ ସଂରକ୍ଷିତ ରଖିଛନ୍ତି । ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ…

ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସଂରକ୍ଷଣ ନିହାତି ଆବଶ୍ୟକ, ପ୍ରତ୍ନତତ୍ତ୍ୱ ବିଭାଗ ଆଜି ହାଇକୋର୍ଟଙ୍କୁ ଅବଗତ କରିଛି

ପୁରୀ : ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସଂରକ୍ଷଣ ନିହାତି ଆବଶ୍ୟକ ବୋଲି ପ୍ରତ୍ନତତ୍ୱ ବିଭାଗ ପକ୍ଷରୁ ଆଜି ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ୨୦୧୮ ମସିହାରେ ଶେଷ ଥର ପାଇଁ ରତ୍ନ ଭଣ୍ଡାରର ଅନୁଧ୍ୟାନ ହୋଇଥିଲା ବୋଲି ଆଜି ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ରହିଛି। ପୂର୍ବରୁ…