ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କଲେ ଗଜପତି ମହାରାଜ
ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କଲେ ଗଜପତି ମହାରାଜ । ପୁରୀ ଶ୍ରୀମନ୍ଦିରରେ କରାଯାଇଥିବା କାର୍ଯ୍ୟକୁ ଅନୁଧ୍ୟାନ କରିବା ପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ଗଜପତି ମହାରାଜ । ରତ୍ନଭଣ୍ଡାର କାର୍ଯ୍ୟ ପ୍ରାୟ ସମ୍ପୂର୍ଣ ହୋଇଯାଇଛି। ୬ଶହରୁ ଅଧିକ ପଥର ବଦଳା ଯାଇଛି। ଭିତର ଭଣ୍ଡାର ଘରରେ…