Browsing Tag

ratnabhandara work

ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କଲେ ଗଜପତି ମହାରାଜ

ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କଲେ ଗଜପତି ମହାରାଜ । ପୁରୀ ଶ୍ରୀମନ୍ଦିରରେ କରାଯାଇଥିବା କାର୍ଯ୍ୟକୁ ଅନୁଧ୍ୟାନ କରିବା ପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ଗଜପତି ମହାରାଜ । ରତ୍ନଭଣ୍ଡାର କାର୍ଯ୍ୟ ପ୍ରାୟ ସମ୍ପୂର୍ଣ ହୋଇଯାଇଛି। ୬ଶହରୁ ଅଧିକ ପଥର ବଦଳା ଯାଇଛି। ଭିତର ଭଣ୍ଡାର ଘରରେ…

ରତ୍ନଭଣ୍ଡାର ମରାମତି କାମ ପ୍ରାୟ ଶେଷ, ରଥଯାତ୍ରା ପୂର୍ବରୁ ସମସ୍ତ କାମ ସଫଳତାର ସହ ସରିବ

ପୁରୀ: ପୁରୀ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟ ସରିଛି । ସେହିପରି ବାହାର ରତ୍ନଭଣ୍ଡାର ମରାମତି କାମ ବି ପ୍ରାୟ ସରିବା ଉପରେ । ମହାପ୍ରଭୁଙ୍କ ଆଗାମୀ ରଥଯାତ୍ରା ପୂର୍ବରୁ ଏଏସଆଇ ରତ୍ନଭଣ୍ଡାର ମରାମତି କାମ ଶେଷ କରିବ ବୋଲି ଆଶା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.…

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ : ଏଏସ୍‌ଆଇ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଛି । ତେବେ ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍‌ ଜେନେରାଲ କୋର୍ଟଙ୍କୁ ସୂଚନା ଦେଇଥିଲେ । ସେହିଭଳି ସ୍ନାନ…

୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଗଜଉଦ୍ଧାରଣ ନୀତି ପାଇଁ କାର୍ଯ୍ୟ ସ୍ଥଗିତ

ପୁରୀ : ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ…

କାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ, ଅପରାହ୍ନ ୧୨: ୩୦ରୁ ସନ୍ଧ୍ୟା ୬ ଯାଏଁ ଚାଲିବ କାମ

ପୁରୀ : ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ରତ୍ନ ଭଣ୍ଡାର ଭିତରେ ୨୦ ଫୁଟ ଉଚ୍ଚର ଲୁହା ଭାରା ବନ୍ଧାଯାଇ ଡି ପ୍ଲାଷ୍ଟରିଂ ବା ଚୂନ ଛଡ଼ାଇବା କାର୍ଯ୍ୟ କରାଯାଇଥିଲା । ଅଧିକାଂଶ ଡି ପ୍ଲାଷ୍ଟରିଙ୍ଗ କାର୍ଯ୍ୟ ସରିଛି । କାଲିଠୁ ଷ୍ଟୋନ ବା ପଥର ମରାମତି କାର୍ଯ୍ୟ…

ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ପୁଣି ୩ରୁ ଆରମ୍ଭ

ପୁରୀ : ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ ।  ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜାନୁଆରୀ ୩ ତାରିଖରୁ ପୁଣି ରତ୍ନଭଣ୍ଡାର…