Browsing Tag

ravenshaw university

Ravenshaw Hostel Case: ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ…

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ସଦର ବିଧାୟକ । ବିଶ୍ୱବିଦ୍ୟାଳୟର ଶିକ୍ଷା ବିଭାଗର ମୁଖ୍ୟ ଡ. ସୁଦର୍ଶନ ମିଶ୍ରଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର…

Ravenshaw Hostel: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଘନେଇଲାଣି ବିବାଦ, ଇସ୍ତଫା ଦେଲେ ହଷ୍ଟେଲର ସମସ୍ତ ଓ୍ୱାର୍ଡେନ

କଟକ : ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଏବେ ବିବାଦ ଆହୁରି ଘନେଇବାରେ ଲାଗିଛି । କ୍ୟାମ୍ପସରେ କଥିତ ରାଜନୈତିକ ହସ୍ତକ୍ଷେପକୁ ବିରୋଧ କରି ହଷ୍ଟେଲର ସମସ୍ତ ୱାର୍ଡେନ ସାମୂହିକ ଭାବେ ଇସ୍ତଫା ପ୍ରଦାନ କରିଛନ୍ତି । ସେମାନେ କୂଳପତିଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିବା ସହ କ୍ୟାମ୍ପସର…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ: ୪୭ ଜଣ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ । ପିଜି ହଷ୍ଟେଲର କିଛି ଛାତ୍ର ଅସୁସ୍ଥ ହୋଇଥିବାର ସୂଚନା ମିଳିଛି । ୪୭ ଜଣ ଝାଡ଼ାବାନ୍ତି ରେ ଆକ୍ରାନ୍ତ ହେବା ପରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ହଷ୍ଟେଲ ଖାଦ୍ୟ ଖାଇ ଅସୁସ୍ଥ ହୋଇଥିବା ଅନୁମାନ କରାଯାଉଛି । ନିୟୁ ପିଜି ହଷ୍ଟେଲ…

ପ୍ରକାଶ ପାଇଲା ରେଭେନ୍ସା ବିଶ୍ୱବିଦ୍ୟାଳୟ ୟୁଜି ପରୀକ୍ଷା ଫଳ, ମୋଟ ପାସ୍ ହାର ୮୪.୧୦%

ଆଜି (ସୋମବାର) ଘୋଷଣା ହେଲା ରେଭେନ୍ସା ବିଶ୍ୱବିଦ୍ୟାଳୟର ସ୍ନାତକ(ୟୁଜି) ପରୀକ୍ଷା ଫଳ । ମୋଟ ପାସ୍ ହାର ୮୪.୧୦% ରହିଛି । ପ୍ରାପ୍ତ ସୂଚନା ଅନୁଯାୟୀ, କଳା, ବାଣିଜ୍ୟ, ବିଜ୍ଞାନ ଏବଂ ବୃତ୍ତିଗତ ପାଠ୍ୟକ୍ରମରେ ମୋଟ ୧୩୮୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୧୧୬୪ ଜଣ…

ରେଭେନ୍ସାରେ ଅଣଛାତ୍ର ପ୍ରବେଶକୁ ବିରୋଧ କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରଙ୍କ ଆମରଣ ଅନସନ

କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ର ଅନଶନ । ବିଶ୍ବବିଦ୍ୟାଳୟ ପରିସରରେ ଅନେକ ସମୟରେ ଅଣଛାତ୍ର ପ୍ରବେଶ କରି ବିଶୃଙ୍ଖଳା ସୃଷ୍ଟି କରୁଥିବା ଅଭିଯୋଗ ହୋଇଛି । ଏହାସହ ଛାତ୍ର ମାନଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ କରି କୁଳପତିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି…

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A ++ ମାନ୍ୟତା, କ୍ୟାମ୍ପସରେ ଖୁସିର ମାହୋଲ

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିଲା A ++ ମାନ୍ୟତା । ଏହି ମାନ୍ୟତା ମିଳିବା ପରେ କ୍ୟାମ୍ପସ ପରିସରରେ ଖୁସିର ମାହୋଲ ଖେଳିଯାଇଛି। ଛାତ୍ରଛାତ୍ରୀଙ୍କ ଠାରୁ କୁଳପତି ଓ ଅଧ୍ୟାପକ ଓ ଅଧ୍ୟାପିକା ଓ କର୍ମଚାରୀ ସମସ୍ତେ ଆଜି ଖୁସି ମନାଉଥିବା ଦେଖା ଯାଇଛି। ୨୦ ନଭେମ୍ବର୍ ରୁ ୨୨ ନଭେମ୍ବର ୫…

କରୋନା ନଜରରେ ରେଭେନ୍ସା ବିଶ୍ୱବିଦ୍ୟାଳୟ, ଆଜି ପୁଣି ୨ ପଜିଟିଭ୍ ଚିହ୍ନଟ

କଟକ (କେନ୍ୟୁଜ) : ପୁଣି ରେଭେନ୍ସାରୁ ବାହାରିଲେ ଆଉ ୨ ପଜିଟିଭ୍ । ପୂର୍ବରୁ ୩ ଜଣ ସଂକ୍ରମିତ ଟିହ୍ନଟ ହୋଇଥିବା ବେଳେ ଏବେ ଆଉ ୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରେଭେନ୍ସାରେ କରୋନା ପଜିଟିଭ୍ ମାମଲା ୫କୁ ବୃଦ୍ଧି ପାଇଛି । କିଛି ଦିନ ତଳେ ରେଭେନ୍ସାର ଜଣେ ଅତିଥି ଅଧ୍ୟାପକ କରୋନା…