ଆର୍ଥ୍ରାଇଟ୍, କୋଲେଷ୍ଟ୍ରୋଲ ଭଳି ସମସ୍ୟା ରହିଛି କି ? ପିଅନ୍ତୁ ଏହି ରସ, ପାଆନ୍ତୁ ମୁକ୍ତି
ଆଜିକାଲି ଅନେକ ଲୋକଙ୍କଠାରେ ଆଣ୍ଠୁଗଣ୍ଠି ରୋଗ ସମସ୍ୟା ଦେଖାଯାଉଛି। ଯେପରି କ୍ରମେ କ୍ରମେ ଏ ରୋଗ ବଢ଼ିଚାଲେ, ମଣିଷ ପକ୍ଷେ ଚାଲିବା ବୁଲିବା କଷ୍ଟକର ହୋଇପଡ଼େ। ଗଣ୍ଠି ରୋଗର ସବୁଠୁ ଅଧିକ ପ୍ରଭାବ ଆଣ୍ଠୁ, ଅଣ୍ଟା, ମେରୁଦଣ୍ଡ ଉପରେ ପଡ଼ିଥାଏ। ଏହାଛଡ଼ା ହାତ ଆଙ୍ଗୁଠି, କହୁଣୀ, ଜଙ୍ଘ ଏବଂ ପାଦ…