ଲଗାତାର ନବମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆର୍ବିଆଇ
ନୂଆଦିଲ୍ଲୀ : ୯ମ ଥର ଲାଗି ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ। ତ୍ରୟୋମାସିକ ସମୀକ୍ଷା ପରେ ଲଗାତାର ନବମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ। ରେପୋ ରେଟ୍ ଅପରିବର୍ତ୍ତିତ ରଖିବାକୁ ମନିଟାରୀ ପଲିସି କମିଟିର ୬ ଜଣ…