ବିରାଟଙ୍କ ଟିମ୍ ହାରିଯିବା ପରେ ଦୁଃଖରେ ଭାଙ୍ଗିପଡିଲେ ଅନୁଷ୍କା ଶର୍ମା, ଲୋକ କହିଲେ ‘ସବୁବେଳେ ସପୋର୍ଟ କରନ୍ତି’
ବିରାଟ କୋହଲିଙ୍କୁ ସପୋର୍ଟ କରିବା ପାଇଁ ଅନୁଷ୍କା ଶର୍ମା ସବୁବେଳେ ମ୍ୟାଚ ଦେଖିବାକୁ ପହଞ୍ଚିଯାଆନ୍ତି । ଖାସ୍ କରି ଆଇପିଏଲ ମ୍ୟାଚ । ସବୁ ମ୍ୟାଚ୍ ଭଳି ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚକୁ ଦେଖିବା ପାଇଁ ମଧ୍ୟ ଅନୁଷ୍କା ପହଞ୍ଚିଥିଲେ…