ମେ’ ୧୯ ରେ ରାଜ୍ୟର ବିଭିନ୍ନ ଜିଲ୍ଲାର ୩୪ଟି ବୁଥରେ ହେବ ସାନି ମତଦାନ
କେନ୍ୟୁଜ୍: ମେ’ ୧୯ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାର ୩୪ଟି ବୁଥରେ ହେବ ସାନି ମତଦାନ । ତୃତୀୟ ପର୍ଯ୍ୟାୟର ୧୨ଟି ଏବଂ ଚତୁର୍ଥ ପର୍ଯ୍ୟାୟର ୨୨ଟି ବୁଥ୍ରେ ହେବ ପୁନଃ ଭୋଟିଂ । ସକାଳ ୭ଟାରୁ ଆରମ୍ଭ ହୋଇ ସଂଧ୍ୟା ୬ଟା ଯାଏ ଚାଲିବ ମତଦାନ ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ…