Below header
Browsing Tag

record celcious

ଆକାଶରୁ ବର୍ଷୁଛି ନିଆଁ ! ସୋନପୁରରେ ସର୍ବାଧିକ ତାପମାତ୍ରା ୪୩.୮ ଡିଗ୍ରୀ ସେଲସିୟସ ରେକର୍ଡ

ଭୁବନେଶ୍ବର(କେନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରେ ଅସମ୍ଭାଳ ତାତି। ଆକାଶରୁ ଅଗ୍ନି ବର୍ଷା ହେଉଛି। କ୍ରମାଗତ ଭାବେ ତୃତୀୟ ଦିନରେ ଭୁବନେଶ୍ବରରେ ଆଜି ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଆଜି ଅପରାହ୍ନ ୨ଟା ୩୦ରେ ଭୁବନେଶ୍ବରରେ ରାଜ୍ୟର…