Browsing Tag

recovery

ଆଜି ରାଜ୍ୟରେ ସୁସ୍ଥ ହେଲେ ୨୬୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର (କେନ୍ୟୁଜ୍):  ଆଜି ୩୦ ଜିଲ୍ଲାରୁ ଆଉ ୨୬୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୭ ରେ ପହଞ୍ଚିଛି ବୋଲି ଟ୍ବିଟ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ କରି ସୂଚନା ଦେଇଛି । Another…