Browsing Tag

red warning

କେଉଁଠି ମୂଷଳଧାରାରେ ତ ଆଉ କେଉଁଠି ଅବିଶ୍ରାନ୍ତ ବର୍ଷୁଛି, ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ଅତ୍ୟଧିକ ସକ୍ରିୟ ହୋଇଛି । ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । କେଉଁଠି ମୂଷଳଧାରାରେ ତ ଆଉ କେଉଁଠି ଅବିଶ୍ରାନ୍ତ ବର୍ଷୁଛି । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର…

ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଘନୀଭୂତ ହେଉଛି ଲଘୁଚାପ। ଭିଜିବ ଅଧା ଓଡ଼ିଶା। କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ପ୍ରଭାବରେ ୩ ଦିନ ପ୍ରବଳ ବର୍ଷିବ । ଆଜି ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ,…

ଲଗାଣ ବର୍ଷାରେ ଅଧା ଓଡ଼ିଶାର ହାଲ ବେହାଲ: ସକାଳ ୮:୩୦ ଯାଏ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

(କେନ୍ୟୁଜ): ଲଗାଣ ବର୍ଷାରେ ଅଧା ଓଡ଼ିଶାର ହାଲ ବେହାଲ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ବିତ୍ପାତ । ଭୀଷଣ ବର୍ଷା ପାଇଁ ସକାଳ ୮ଟା ୩୦ ଯାଏ ୧୦ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ବୌଦ୍ଧ ଜିଲ୍ଲାକୁ ରେଡ୍‌…

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହେଉଛି । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା…

ଆସନ୍ତା କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ଜାରି ହେଲା ରେଡ୍‌ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର(କେ ନ୍ୟୁଜ): ୱେଲ ମାର୍କଡ୍‌ ଲୋ-ପ୍ରେସର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ । ଆସନ୍ତା କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ…

ପୁଣି ବର୍ଷା ବିତ୍ପାତ ସତର୍କତା, ୫ ଜିଲ୍ଲାକୁ ରେଡ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ୫ ଜିଲ୍ଲାକୁ ରେଡ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କିଛି ଘଣ୍ଟାରେ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବିତ୍ପାତ ଲାଗି ରହିବ।  ଉତ୍ତର ଉପକୂଳ ଓଡ଼ିଶା ଓ…