DGCA ଜାରି କଲା ନୂଆ ନିୟମ, ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ରିଫଣ୍ଡ
ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ଟଙ୍କା । DGCA ଜାରି କଲା ନୂଆ ନିୟମ । ୪୮ ଘଣ୍ଟା ମଧ୍ୟରେ ଫ୍ରି କ୍ୟାନ୍ସଲ୍ । ୭ ଦିନରେ ମିଳିବ ରିଫଣ୍ଡ୍ । ଟିକେଟ୍ ବାତିଲ୍ ପାଇଁ ଆଉ ଦେବାକୁ ପଡ଼ିବନି ଅଧିକ ଚାର୍ଜ । ଭାରତୀୟ ବିମାନ ଚଳାଚଳ…