ଅମରନାଥ ଯିବାକୁ ଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର, ଏପ୍ରିଲ ୧୪ରୁ ପ୍ରି-ରେଜିଷ୍ଟ୍ରେସନ ଆରମ୍ଭ
ଅମରନାଥ ଯାତ୍ରାକୁ ଯିବାକୁ ଇଚ୍ଛା ରଖିଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର । ଅମରନାଥ ଯାତ୍ରା ପାଇଁ ପ୍ରି ରେଜିଷ୍ଟ୍ରେସନ ତାରିଖ ଘୋଷଣା ହୋଇଛି । ଚଳିତବର୍ଷ ଅମରନାଥ ଯାତ୍ରା ୩ ଜୁଲାଇରୁ ଆରମ୍ଭ ହୋଇ ୯ ଅଗଷ୍ଟ ଯାଏଁ ଚାଲିବ । ଏଥିପାଇଁ ପ୍ରି ରେଜିଷ୍ଟ୍ରେସନ ୧୪ ଏପ୍ରିଲରୁ ଆରମ୍ଭ ହେବ ।…