ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ପାଇଁ ୨ ଦିନ ୱାର୍କ ଫ୍ରମ ହୋମ୍ ନିର୍ଦ୍ଦେଶ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପିଲ ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ଦିଲ୍ଲୀରେ ଆଗମୀ ଦୁଇଦିନ ଯାଏଁ ସରକାରୀ ଅଫିସରେ ୱାର୍କ ଫ୍ରମ ହୋମ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ଅର୍ଥନୈତିକ ସ୍ଥିରତା ବଜାୟ ରଖିବା ପାଇଁ ଏଭଳି ନିଷ୍ପତ୍ତି…